ଆନ୍ଧ୍ରରେ କାର୍‌ ଦୁର୍ଘଟଣା; ଭୁବନେଶ୍ୱରର ୫ ମୃତ

ପାରଳାଖେମୁଣ୍ଡି (ଆଦର୍ଶ ଦାସ): ଆନ୍ଧ୍ର ପ୍ରଦେଶର ମଞ୍ଜୁଷା ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ  ୫ ଜଣ ଓଡ଼ିଆଙ୍କ ମୃତ୍ୟୁ ଘଟି ଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ତ୍ରିଲୋଚନ ଜେନା, ବନିତା ଜେନା, ଆଦର୍ଶ ଜେନା, ପ୍ରତାପ ଜେନା ଓ ରିତୁ ଜେନା। କାର୍‌ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଥିବା ବେଳେ ତାଙ୍କୁ ପଲାସା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।  ସୂଚନା ଅନୁଯାୟୀ, […]

road-accidento

road-accidento

Tapaswini Nayak
  • Published: Saturday, 04 January 2020
  • Updated: 04 January 2020, 12:15 PM IST

Sports

Latest News

ପାରଳାଖେମୁଣ୍ଡି (ଆଦର୍ଶ ଦାସ): ଆନ୍ଧ୍ର ପ୍ରଦେଶର ମଞ୍ଜୁଷା ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ  ୫ ଜଣ ଓଡ଼ିଆଙ୍କ ମୃତ୍ୟୁ ଘଟି ଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି।

ମୃତକମାନେ ହେଲେ ତ୍ରିଲୋଚନ ଜେନା, ବନିତା ଜେନା, ଆଦର୍ଶ ଜେନା, ପ୍ରତାପ ଜେନା ଓ ରିତୁ ଜେନା। କାର୍‌ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଥିବା ବେଳେ ତାଙ୍କୁ ପଲାସା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନା ଅନୁଯାୟୀ, ଏମାନେ ସମସ୍ତେ କାର୍‌ ଯୋଗେ ଆନ୍ଧ୍ର ପ୍ରଦେଶର ସୀମାଞ୍ଚଳମ୍‌କୁ ବୁଲିବାକୁ ଯାଇଥିଲେ। ଆଜି ସକାଳେ ଓଡ଼ିଶା ଫେରିଲା ବେଳେ ମଞ୍ଜୁଷା ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ସେମାନଙ୍କ କାର୍‌ କଲ୍‌ଭର୍ଟରେ ପିଟି ହୋଇ ରାସ୍ତାକଡ଼ରେ ଥିବା କେନାଲ୍‌ରେ ଓଲଟି ପଡ଼ିଥିଲା। ପୁଲିସ୍ ଓ ଅଗ୍ନିଶମ କର୍ମଚାରୀ ଆସି ମୃତାହତଙ୍କୁ ଉଦ୍ଧାର କରିଥିଲେ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story