ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର; ମାଆ ସମେତ ଦୁଇ ଝିଅଙ୍କ ମୃତ୍ୟୁ

କଳାହାଣ୍ଡି(ରାଜକୁମାର ସିଂଦେଓ): ୨୬ ନମ୍ୱର ଜାତୀୟ ରାଜପଥରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା କାର୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା। ଫଳରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଜି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅଞ୍ଚଳରେ ଘଟିଛି। କାର୍‌ଟି ଭବାନୀପାଟଣାରୁ ଟିଟିଲାଗଡ଼ ଅଭିମୁଖେ ଯାଉଥିଲା। ତେବେ ୨୬ ନମ୍ୱର […]

car

car

Manoranjan Sial
  • Published: Tuesday, 27 July 2021
  • Updated: 27 July 2021, 06:03 PM IST

Sports

Latest News

କଳାହାଣ୍ଡି(ରାଜକୁମାର ସିଂଦେଓ): ୨୬ ନମ୍ୱର ଜାତୀୟ ରାଜପଥରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା କାର୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା। ଫଳରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଜି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅଞ୍ଚଳରେ ଘଟିଛି।

କାର୍‌ଟି ଭବାନୀପାଟଣାରୁ ଟିଟିଲାଗଡ଼ ଅଭିମୁଖେ ଯାଉଥିଲା। ତେବେ ୨୬ ନମ୍ୱର ଜାତୀୟ ରାଜପଥର ଚାଞ୍ଚେର ନିକଟରେ କାର୍‌ଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା। ଫଳରେ କାର୍‌ ଭିତରେ ବସିଥିବା ଜଣେ ମହିଳାଙ୍କ ସମେତ ୨ ଝିଅଙ୍କ ମୃତ୍ୟୁ ଘଟିଛି। ଖବର ପାଇ କେସିଙ୍ଗା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଛୁଆଙ୍କ ବାପାଙ୍କୁ ଗୁରୁତର ଅବସ୍ଥାରେ କାର୍‌ ଭିତରୁ ଉଦ୍ଧାର କରି କେସିଙ୍ଗା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story