ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖକୁ ଗଡିଲା ୩ ରଥ

ପୁରୀ(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ରଥଖଳାରୁ ତିନି ରଥକୁ ଶ୍ରୀମନ୍ଦିର ସମ୍ମୁଖ ରଥ ଚକଡ଼ାକୁ ନିଆଯାଇଛି। ପ୍ରଥମେ ନନ୍ଦିଘୋଷ ରଥକୁ ନିଆଯାଇଥିଲା। ଏହା ପରେ ଦେବଦଳନ ଏବଂ ଶେଷରେ ତାଳଧ୍ୱଜ ରଥକୁ ରଥଖଳାରୁ ସିଂହଦ୍ୱାର ସମ୍ମୁଖ ରଥ ଚକଡାକୁ ନିଆଯାଇଛି। ଏହା ପୂର୍ବରୁ ରଥ ଆଜ୍ଞାମାଳ ନୀତି ଅନୁଷ୍ଠିତ ହୋଇଥିଲା। ପରମ୍ପରା ମୁତାବକ ସକାଳ ଧୂପ ପରେ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ତିନି ବାଡ଼ରୁ ଆଣି ତିନି ରଥରେ ଦେଇଥିଲେ। ଆଜି ରାତି […]

puri-1

puri-1

Niharika Rout
  • Published: Wednesday, 03 July 2019
  • Updated: 03 July 2019, 02:41 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଘୋଷଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ରଥଖଳାରୁ ତିନି ରଥକୁ ଶ୍ରୀମନ୍ଦିର ସମ୍ମୁଖ ରଥ ଚକଡ଼ାକୁ ନିଆଯାଇଛି। ପ୍ରଥମେ ନନ୍ଦିଘୋଷ ରଥକୁ ନିଆଯାଇଥିଲା। ଏହା ପରେ ଦେବଦଳନ ଏବଂ ଶେଷରେ ତାଳଧ୍ୱଜ ରଥକୁ ରଥଖଳାରୁ ସିଂହଦ୍ୱାର ସମ୍ମୁଖ ରଥ ଚକଡାକୁ ନିଆଯାଇଛି।

ଏହା ପୂର୍ବରୁ ରଥ ଆଜ୍ଞାମାଳ ନୀତି ଅନୁଷ୍ଠିତ ହୋଇଥିଲା। ପରମ୍ପରା ମୁତାବକ ସକାଳ ଧୂପ ପରେ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ତିନି ବାଡ଼ରୁ ଆଣି ତିନି ରଥରେ ଦେଇଥିଲେ।

ଆଜି ରାତି ୯ଟା ପର୍ଯ୍ୟନ୍ତ ବାହାର କାଠ ନିକଟରେ ଭକ୍ତମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବାର ବ୍ୟବସ୍ଥା କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos