୧୭ରେ ମା’ ବିରଜାଙ୍କ ରଥଯାତ୍ରା, ଜାରି ହେବ ୧୪୪ ଧାରା

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି । ଆସନ୍ତା ୧୭ରୁ ୨୪ ତାରିଖ ପର୍ଯ୍ୟନ୍ତ ଆୟୋଜନ ହେବ ରଥଯାତ୍ରା । ତେବେ ସାଧାରଣ ଲୋକଙ୍କ ଗହଳି ଏଡ଼ାଇବାକୁ ଜାରି ହେବ ୧୪୪ ଧାରା ।  ରଥଯାତ୍ରା ପୂର୍ବରୁ ବିରଜାଙ୍କ ସମସ୍ତ ସେବାୟତମାନଙ୍କର କୋଭିଡ଼ ଟେଷ୍ଟ କରାଯିବ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରଥଯାତ୍ରା ଆୟୋଜନ ନେଇ ନିଷ୍ପତ୍ତି ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ […]

biraja

biraja

Niharika Rout
  • Published: Tuesday, 13 October 2020
  • Updated: 13 October 2020, 10:45 AM IST

Sports

Latest News

ଯାଜପୁର(ଓଡ଼ିଶା ରିପୋର୍ଟର): ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି । ଆସନ୍ତା ୧୭ରୁ ୨୪ ତାରିଖ ପର୍ଯ୍ୟନ୍ତ ଆୟୋଜନ ହେବ ରଥଯାତ୍ରା । ତେବେ ସାଧାରଣ ଲୋକଙ୍କ ଗହଳି ଏଡ଼ାଇବାକୁ ଜାରି ହେବ ୧୪୪ ଧାରା ।

 ରଥଯାତ୍ରା ପୂର୍ବରୁ ବିରଜାଙ୍କ ସମସ୍ତ ସେବାୟତମାନଙ୍କର କୋଭିଡ଼ ଟେଷ୍ଟ କରାଯିବ । ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ରଥଯାତ୍ରା ଆୟୋଜନ ନେଇ ନିଷ୍ପତ୍ତି ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ଏହାପରେ ଜିଲ୍ଲା ପ୍ରଶାସନ ରଥଯାତ୍ରା ନୀତିନିର୍ଘଣ୍ଟ କରିଛି । କୋଭିଡ୍ କଟକଣା ଯୋଗୁଁ ବିରଜାଙ୍କ ରଥଯାତ୍ରା ହେବ କି ନାହିଁ ତାକୁ ନେଇ ସସ୍ପେନ୍ସ ଲାଗି ରହିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story