ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱର ସ୍ଥିତ ଇସ୍କନ୍ ମନ୍ଦିର ପାଖରେ ଆଜି ଏକ କାର୍‌ରେ ନିଆଁ ଲାଗିଯାଇଛି। ଖବରପାଇଁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଦମକଳବାହିନୀ ପହଞ୍ଚିବା ବେଳକୁ ଗାଡ଼ିଟି ଅଧାଅଧି ପୋଡ଼ି ଯାଇଥିଲା। ତେବେ କାର୍‌ରେ କିପରି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇନାହିଁ।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।