ରାସ୍ତାରେ ଜଳିଗଲା କାର୍‌

Ordigital Desk
  • Published: Monday, 19 March 2018
  • , Updated: 19 March 2018, 02:40 PM IST
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱର ସ୍ଥିତ ଇସ୍କନ୍ ମନ୍ଦିର ପାଖରେ ଆଜି ଏକ କାର୍&zwnj;ରେ ନିଆଁ ଲାଗିଯାଇଛି।&nbsp; ଖବରପାଇଁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଦମକଳବାହିନୀ ପହଞ୍ଚିବା ବେଳକୁ ଗାଡ଼ିଟି ଅଧାଅଧି ପୋଡ଼ି ଯାଇଥିଲା।&nbsp; ତେବେ କାର୍&zwnj;ରେ କିପରି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇନାହିଁ।</p>

Related story