ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ଗୁଡ଼ପଡ଼ା ଛକରେ କାର୍ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଲଳିତ ବାଦୀ। ତାଙ୍କ ଘର ବାଦିକଟା ଗାଁରେ ବୋଲି ଜଣାପଡ଼ିଛି।
ଲଳିତ ଆଜି କୌଣସି କାମରେ ସାଇକେଲ୍ ଯୋଗେ ଯାଉଥିବା ବେଳେ କାର୍ଟି ତାଙ୍କୁ ଧକ୍କା ଦେଇଥିଲା। ଦମକଳ ବାହିନୀ ତାଙ୍କୁ ଉଦ୍ଧାର କରି ବାଉଁଶୁଣୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ବାଉଁଶୁଣୀ ପୁଲିସ୍ ଦୁର୍ଘଟଣା ଘଟାଇଥିବା କାର୍କୁ ଅଟକ ରଖି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।