ବାର୍‌ହାକୁ ଧକ୍କା ଦେଇ ଓଲଟି ପଡ଼ିଲା କାର୍‌: ଶାଶୂ,ଶ୍ୱଶୁର ଓ ବୋହୂ ମୃତ, ୩ ଗୁରୁତର

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା କମଗରା ନିକଟରେ ବାର୍‌ହାକୁ ଧକ୍କା ଦେଇ କାର୍‌ଟିଏ ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଜଣେ ବୃଦ୍ଧ ବ୍ୟକ୍ତି, ତାଙ୍କ ସ୍ତ୍ରୀ ଓ ବୋହୂଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ଏବଂ ଦୁଇ ନାତିନାତୁଣୀ (୫ ବର୍ଷର ନାତି, ୯ ବର୍ଷର ନାତୁଣୀ) ଗୁରୁତର ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା। ଏମାନେ […]

car1

car1

Tapaswini Nayak
  • Published: Saturday, 11 May 2019
  • Updated: 11 May 2019, 11:28 AM IST

Sports

Latest News

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା କମଗରା ନିକଟରେ ବାର୍‌ହାକୁ ଧକ୍କା ଦେଇ କାର୍‌ଟିଏ ଓଲଟି ପଡ଼ିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଜଣେ ବୃଦ୍ଧ ବ୍ୟକ୍ତି, ତାଙ୍କ ସ୍ତ୍ରୀ ଓ ବୋହୂଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ଏବଂ ଦୁଇ ନାତିନାତୁଣୀ (୫ ବର୍ଷର ନାତି, ୯ ବର୍ଷର ନାତୁଣୀ) ଗୁରୁତର ଆହତ ହୋଇଛନ୍ତି।

car2ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା। ଏମାନେ ସମସ୍ତେ ରାଉରକେଲାରୁ ଭୁବନେଶ୍ୱର ଯାଉଥିଲେ। ତେବେ କାମାକ୍ଷାନଗର-ଢେଙ୍କାନାଳ ରାସ୍ତାର କମଗରା ନିକଟରେ କାର୍‌ଟି ଗୋଟିଏ ବାର୍‌ହାକୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।

car3ଶ୍ୱଶୁର-ବୋହୂଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଆହତମାନଙ୍କୁ ଉଦ୍ଧାର କରି ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story