ଦନ୍ତାହାତୀର ମୃତଦେହ ଠାବ

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ରେଞ୍ଜ ରାମେଶ୍ୱର ଛକ ମଲାଗୁଣି ନଦୀ ନିକଟରୁ ଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି। ମୃତ ହାତୀର ବୟସ ୧୫ରୁ ୨୦ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଆଜି ସକାଳେ ହାତୀର ମୃତଦେହ ମଲାଗୁଣି ନଦୀ ନିକଟରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ଟାଙ୍ଗୀ ବନବିଭାଗକୁ ଖବର ଦେଇଥିଲେ। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ତେବେ ଦନ୍ତା ହାତୀର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

elephent,,,

elephent,,,

Tapaswini Nayak
  • Published: Friday, 22 November 2019
  • Updated: 22 November 2019, 08:42 AM IST

Sports

Latest News

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ରେଞ୍ଜ ରାମେଶ୍ୱର ଛକ ମଲାଗୁଣି ନଦୀ ନିକଟରୁ ଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି। ମୃତ ହାତୀର ବୟସ ୧୫ରୁ ୨୦ବର୍ଷ ହେବ ବୋଲି ଅନୁମାନ କରାଯାଉଛି।

ଆଜି ସକାଳେ ହାତୀର ମୃତଦେହ ମଲାଗୁଣି ନଦୀ ନିକଟରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ଟାଙ୍ଗୀ ବନବିଭାଗକୁ ଖବର ଦେଇଥିଲେ। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ତେବେ ଦନ୍ତା ହାତୀର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story