ଫିଲ୍ମ ଅଭିନେତା ପିଣ୍ଟୁ ନନ୍ଦଙ୍କ ନାଁରେ ଥାନାରେ ଅଭିଯୋଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଫିଲ୍ମ ଅଭିନେତା ପିଣ୍ଟୁ ନନ୍ଦଙ୍କ ନାଁରେ ଥାନାରେ ଅଭିଯୋଗ। ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆଣିଛନ୍ତି ଜଣେ ଯୁବତୀ। ଫିଲ୍ମରେ ଅଭିନୟ କରିବାକୁ ନେଇ ଯୁବତୀଙ୍କୁ ଡାକିଥିଲେ ପିଣ୍ଟୁ। ତେବେ ଦେଖା କରିବାବେଳେ ପିଣ୍ଟୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ନୟାପଲ୍ଲୀ ଥାନାରେ ପିଣ୍ଟୁଙ୍କୁ ପଚରାଉଚରା ଚାଲିଥିବା ସୂଚନା ରହିଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।