ବାହାନଗା ଟ୍ରେନ୍ ଟ୍ରାଜେଡି। ବାହାନଗାରେ ଆଉ କେତେ ସମୟ ଲାଗିବ ଉଦ୍ଧାର କାର୍ଯ୍ୟ। କଣ ରହିଛି ସ୍ଥିତି। ଶୁଣନ୍ତୁ ଏନେଇ କଣ କହୁଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି
ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଭାଇ ସ୍ୱର୍ଗତ କ୍ଷୀରୋଦ ମଲ୍ଲିକ ବିଶ୍ୱ ଏନଜିଓର ଫାଉଣ୍ଡର ଥିଲେ।
Politics
ଅଫିସରରାଜରେ ପଡ଼ିବ ପୂର୍ଣ୍ଣଚ୍ଛେଦ: ସାଂସଦ-ବିଧାୟକଙ୍କ ପାଇଁ ଖୋଲିବ ସ୍ୱତନ୍ତ୍ର ସେଲ୍, ପ୍ରତିମାସରେ ହେବ ସମୀକ୍ଷା
ବିଜେଡି ଶାସନ କାଳରେ ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ବଳରେ ସରକାରୀ ଅଫିସରମାନେ ଧରାକୁ ସରା ମଣୁଥିଲେ । ଯେଉଁଥିପାଇଁ ବିଧାୟକ ଓ ସାଂସଦମାନଙ୍କୁ ବିଭିନ୍ନ ସମୟରେ ଅପମାନିତ ହେବାକୁ ପଡ଼ୁଥିଲା
Miscellaneous
ସ୍ୱଚ୍ଛକର୍ମୀଙ୍କ ମନ ବି ସ୍ୱଚ୍ଛ; ଅଳିଆ ଗଦାରୁ ପାଇଥିବା ସୁନା ବ୍ରେସଲେଟ୍ ଫେରାଇଦେଲେ
ସ୍ୱଚ୍ଛକର୍ମୀଙ୍କ ମନ ବି ସ୍ୱଚ୍ଛ। ଅଭାବ ଅନଟନ ଭିତରେ ଚଳୁଥିଲେ ବି ଲୋଭ, ମାୟା ଗ୍ରାସ କରି ପାରୁନି। ଅଳିଆ ଗଦାରୁ ଲକ୍ଷାଧିକ ଟଙ୍କାର ସୁନା ପାଇଲେ ବି ତାହାକୁ ପ୍ରକୃତ ମାଲିକଙ୍କୁ ଫେରାଇ ଅନ୍ୟମାନଙ୍କ ପାଇଁ ପାଲଟିଛନ୍ତି ଉଦାହରଣ ।
Accident
ଜଳିଗଲା ଧାନ ଗଦା, ୧୩ ଏକର ଜମିର ଧାନ ଫସଲ ଭସ୍ମ
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା ବେଳକୁ ସେତେବଳେକୁ ସବୁ ପୋଡ଼ି ନଷ୍ଟ ହୋଇଯାଇଥିଲା।
Accident
ରଙ୍ଗରୁଟ ହେଲା କାଳ; ଜଣଙ୍କ ଜୀବନ ଗଲା, ଆଉ ଜଣେ ଗୁରୁତର
ରଙ୍ଗରୁଟରେ ଗାଡ଼ି ନେବାରୁ ଦୁର୍ଘଟଣା ଘଟି ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଥିବା ଜଣାଯାଇଛି।