‘ପରୀ ମୃତ୍ୟୁର ତଦନ୍ତ କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ କରୁ’

କଟକ(ଓଡ଼ିଶା ରିପୋର୍ଟର): ପରୀ ମୃତ୍ୟୁର ତଦନ୍ତ କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ଦ୍ୱାରା କରାଯାଉ। ପୂର୍ବରୁ ମଧ୍ୟ ମନ୍ତ୍ରୀ ଅରୁଣ ସାହୁଙ୍କ ବିରୋଧରେ ଅନେକ ସଙ୍ଗୀନ ଅଭିଯୋଗ ଆସିଛି। ଯାହାର ତଦନ୍ତ କ୍ରାଇମବ୍ରାଞ୍ଚ କରିଛି। ହେଲେ ଫଳ କିଛି ମିଳିନାହିଁ । ତେଣୁ ଏଥର ସିବିଆଇ ତଦନ୍ତ ଦାବି କରି ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି। ସିବିଆଇ ତଦନ୍ତ ସହ ପରିବାର ଲୋକଙ୍କୁ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ମଧ୍ୟ […]

orissa-high-court

orissa-high-court

Niharika Rout
  • Published: Thursday, 26 November 2020
  • Updated: 26 November 2020, 02:04 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ପରୀ ମୃତ୍ୟୁର ତଦନ୍ତ କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ଦ୍ୱାରା କରାଯାଉ। ପୂର୍ବରୁ ମଧ୍ୟ ମନ୍ତ୍ରୀ ଅରୁଣ ସାହୁଙ୍କ ବିରୋଧରେ ଅନେକ ସଙ୍ଗୀନ ଅଭିଯୋଗ ଆସିଛି। ଯାହାର ତଦନ୍ତ କ୍ରାଇମବ୍ରାଞ୍ଚ କରିଛି। ହେଲେ ଫଳ କିଛି ମିଳିନାହିଁ । ତେଣୁ ଏଥର ସିବିଆଇ ତଦନ୍ତ ଦାବି କରି ଭାରତୀୟ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି।

ସିବିଆଇ ତଦନ୍ତ ସହ ପରିବାର ଲୋକଙ୍କୁ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ମଧ୍ୟ ଅପିଲ କରାଯାଇଛି । ଆବେଦନରେ ସିବିଆଇ, ରାଜ୍ୟ ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷଭୁକ୍ତ କରାଯାଇଛି ।

ସୂଚନାଯୋଗ୍ୟ, ପରୀ ମୃତ୍ୟୁ ମାମଲାକୁ ନେଇ ଆଜି କମ୍ପିଲା ବିଧାନସଭା । ବିଜେପି, କଂଗ୍ରେସ ସଦସ୍ୟ ପ୍ରବଳ ହଟ୍ଟଗୋଳ କରିଛନ୍ତି । ପରୀଙ୍କ ଅଭିଭାବକ ସିଧାସଳଖ ମନ୍ତ୍ରୀ ଅରୁଣ ସାହୁଙ୍କ ଉପରେ ଅଭିଯୋଗ ଆଣିଥିବା ଯୋଗୁଁ ତୁରନ୍ତ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି ବିରୋଧୀ ଦଳ ।

ମନ୍ତ୍ରୀ ଅରୁଣ ସାହୁଙ୍କ ବହିଷ୍କାର ଦାବି କରି ବିଜେପି ସଦସ୍ୟ ବିରୋଧ ପ୍ରଦର୍ଶନ କରିଛନ୍ତି । ମନ୍ତ୍ରୀଙ୍କୁ ବହିଷ୍କାର କରା ନ ଯିବା ପର୍ଯ୍ୟନ୍ତ ଗୃହ ଚଳାଇ ଦିଆଯିବ ନାହିଁ ବୋଲି  ଦଳ ପକ୍ଷରୁ କୁହାଯାଇଛି। କ୍ରାଇମବ୍ରାଞ୍ଚ ତଦନ୍ତକୁ ଅଗ୍ରାହ୍ୟ କରି କଂଗ୍ରେସ ସଭ୍ୟ ବି କୃଷି ମନ୍ତ୍ରୀଙ୍କ ବିରୋଧରେ ନାରାବାଜି କରିଛନ୍ତି।

ପୂର୍ବରୁ ମନ୍ତ୍ରୀ ଅରୁଣ ସାହୁଙ୍କ ବିରୋଧରେ ଅନେକ ସଂଗୀନ ଅଭିଯୋଗ ଆସିଛି। ଯାହାର ତଦନ୍ତ କ୍ରାଇମବ୍ରାଞ୍ଚ କରିଥିବା ବେଳେ ଫଳାଫଳ କିଛି ବାହାରି ନାହିଁ। ଏଣୁ ଏଥର କ୍ରାଇମବ୍ରାଞ୍ଚ ତଦନ୍ତ ନୁହେଁ, ପ୍ରଥମେ ମନ୍ତ୍ରୀଙ୍କ ଇସ୍ତଫା ଓ ପରେ ବିଚାର ବିଭାଗୀୟ ତଦନ୍ତ ହେଉ ବୋଲି କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା କହିଛନ୍ତି । ବିରୋଧୀଙ୍କ ଏ ଦାବିକୁ କିନ୍ତୁ ଶାସକ ବିଜେଡି ଖଣ୍ଡନ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story