ରିଷି ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବିରେ ଛାତ୍ର କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର: ରିଷି ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଓ ଭୁବନେଶ୍ୱର ମେୟର ଅନନ୍ତ ନାରାୟଣ ଜେନାଙ୍କ ଇସ୍ତଫା ଦାବିରେ ଆଜି ଛାତ୍ର କଂଗ୍ରେସ ଆନ୍ଦୋଳନକୁ ଓହ୍ଲାଇଛି। ଆଜି ଛାତ୍ର କଂଗ୍ରେସ କର୍ମକର୍ତ୍ତାମାନେ ମୁହଁରେ କଳାପଟି ବାନ୍ଧି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।