ତ୍ରୁଟି ପାଇଁ ଗ୍ରେସ୍ ମାର୍କ ଦେବ ସିବିଏସ୍ଇ

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଇଂରାଜୀ ପ୍ରଶ୍ନପତ୍ରରେ ତ୍ରୁଟି ପାଇଁ ଗ୍ରେସ୍ ମାର୍କ ଦେବ ସିବିଏସ୍ଇ। ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କୁ ୨ ମାର୍କ ଲେଖାଏଁ ଗ୍ରେସ୍ ମାର୍କ ଦିଆଯିବ ବୋଲି ସିବିଏସ୍ଇ କାର୍ଯ୍ୟାୟଳୟରୁ ବିଧିବଦ୍ଧ ଭାବେ ସୂଚନା ମିଳିଛି।</p> <p>ଗତ ମାର୍ଚ୍ଚ ୧୨ ତାରିଖରେ ହୋଇଥିବା ଇଂରାଜୀ ପରୀକ୍ଷାରେ ପ୍ରଶ୍ନପତ୍ରରେ ଟାଇପିଂରେ ତ୍ରୁଟି ପାଇଁ ସାରା ଦେଶରେ ଛାତ୍ରଛାତ୍ରୀ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଯାହାକୁ ସିବିଏସ୍ଇ କର୍ତ୍ତୃପକ୍ଷ ଗୁରୁତର ସହ ନେଇ ଏହାର ବିଚାର କରାଯିବ ବୋଲି କହିଥିଲେ। ଆଜି ବିଧିବଦ୍ଧ ଭାବେ ୨ ମାର୍କ ଗ୍ରେସ୍ ଭାବେ ଦେବାକୁ ବିଧିବଦ୍ଧ ଘୋଷଣା କରିଛନ୍ତି। ପୂର୍ବରୁ ୨ଟି ପେପର ଲିକ୍ ଯୋଗୁଁ ବିବାଦ ଘେରରେ ରହିଥିଲା ସିବିଏସ୍ଇ।</p>

Ordigital Desk
  • Published: Friday, 20 April 2018
  • Updated: 20 April 2018, 12:00 PM IST
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଇଂରାଜୀ ପ୍ରଶ୍ନପତ୍ରରେ ତ୍ରୁଟି ପାଇଁ ଗ୍ରେସ୍ ମାର୍କ ଦେବ ସିବିଏସ୍ଇ। ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କୁ ୨ ମାର୍କ ଲେଖାଏଁ ଗ୍ରେସ୍ ମାର୍କ ଦିଆଯିବ ବୋଲି ସିବିଏସ୍ଇ କାର୍ଯ୍ୟାୟଳୟରୁ ବିଧିବଦ୍ଧ ଭାବେ ସୂଚନା ମିଳିଛି।</p><p>ଗତ ମାର୍ଚ୍ଚ ୧୨ ତାରିଖରେ ହୋଇଥିବା ଇଂରାଜୀ ପରୀକ୍ଷାରେ ପ୍ରଶ୍ନପତ୍ରରେ ଟାଇପିଂରେ ତ୍ରୁଟି ପାଇଁ ସାରା ଦେଶରେ ଛାତ୍ରଛାତ୍ରୀ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଯାହାକୁ ସିବିଏସ୍ଇ କର୍ତ୍ତୃପକ୍ଷ ଗୁରୁତର ସହ ନେଇ ଏହାର ବିଚାର କରାଯିବ ବୋଲି କହିଥିଲେ। ଆଜି ବିଧିବଦ୍ଧ ଭାବେ ୨ ମାର୍କ ଗ୍ରେସ୍ ଭାବେ ଦେବାକୁ ବିଧିବଦ୍ଧ ଘୋଷଣା କରିଛନ୍ତି। ପୂର୍ବରୁ ୨ଟି ପେପର ଲିକ୍ ଯୋଗୁଁ ବିବାଦ ଘେରରେ ରହିଥିଲା ସିବିଏସ୍ଇ।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos