ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚିଟଫଣ୍ଡ ଲିଙ୍କ୍ରେ ବିଜେଡିର ଦୁଇ ପ୍ରଭାବଶାଳୀ ବିଧାୟକ ଅରୁଣ ସାହୁ ଓ ଅତନୁ ସବ୍ୟସାଚୀ ନାୟକଙ୍କୁ ପୁଣି ସମନ୍ କରିବ ସିବିଆଇ। ପ୍ରଥମ ନୋଟିସ୍ ପାଇ ବି ଉଭୟ ହାଜର ହୋଇ ନ ଥିବାରୁ ସେମାନଙ୍କୁ ଦ୍ୱିତୀୟ ଥର ପାଇଁ ନୋଟିସ୍ ହେବ ବୋଲି ସିବିଆଇର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।
ଅଧିକାରୀ ଜଣକ କହିଛନ୍ତି,“ଉଭୟ ନେତାଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ ନୋଟିସ୍ ହୋଇଥିଲା। ଜଣକୁ ୨୮ ତାରିଖ ଓ ଅନ୍ୟଜଣକୁ ୩୦ ତାରିଖରେ ହାଜର ହେବାକୁ କୁହାଯାଇଥିଲା। ହେଲେ ସେମାନେ ହାଜର ନ ହେବାରୁ ଉଭୟଙ୍କୁ ପୁଣି ଥରେ ନୋଟିସ୍ କରାଯିବ।”
ତେବେ ସିବିଆଇ ନୋଟିସ୍ ପ୍ରସଙ୍ଗରେ ଉଭୟ ନେତାଙ୍କ ପ୍ରତିକ୍ରିୟା ମିଳିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ବାତ୍ୟା 'ଫେଙ୍ଗଲ' ପ୍ରଭାବରେ ରାଜଧାନୀରେ ଝିପି ଝିପି ବର୍ଷା
ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ଆଜି ୧୨ ଜିଲ୍ଲାକୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Accident
ଟ୍ରାକ୍ଟର ତଳେ ଚାପି ହୋଇଗଲେ ଡ୍ରାଇଭର, ପରିବାର ମାଗୁଛି ୫୦ ଲକ୍ଷ
ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ପରିବାର ଦାବି କରୁଛି ୫୦ ଲକ୍ଷ କ୍ଷତିପୂରଣ। ଫଳରେ କାଲିଠୁ ଉଠିପାରୁନି ମୃତଦେହ।
Accident
ଜଳିଗଲା ଗ୍ରୋସରୀ ଦୋକାନ; ଥାନାରେ ଅଭିଯୋଗ
ଦୁର୍ବୃତ୍ତମାନେ ସଟରକାଟି ନିଆଁ ଲଗାଇଦେଇଥିବା ମାଲିକ ଅଭିଯୋଗ କରିଛନ୍ତି।
Miscellaneous
ଆଜି ଭୁବନେଶ୍ୱରରେ ହାଫ୍ ଡେ' ସ୍କୁଲ୍
ଦିନ ଗୋଟାଏ ପରେ ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର।