ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ CBSE ଓ ICSE ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଲାଗି ତାରିଖ ଘୋଷଣା ହୋଇଛି।
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଫେବୃଆରୀ ୧୫ରୁ CBSE ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହେବ। CBSE ଦଶମ ଶ୍ରେଣୀ ପରୀକ୍ଷା ଫେବୃଆରୀ ୧୫ରେ ଆରମ୍ଭ ହୋଇ ମାର୍ଚ୍ଚ ୨୦ରେ ଶେଷ ହେବ। ସେହିପରି CBSE ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବୃୟାରୀ ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ। CBSE ୱେବ୍ସାଇଟ୍ରେ ପରୀକ୍ଷା ସମ୍ପର୍କିତ ସମ୍ପୂର୍ଣ୍ଣ ବିବରଣୀ ଉପଲବ୍ଧ ହୋଇଥିବା ନେଇ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।
ସେହିପରି ICSE ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମଧ୍ୟ ଫେବୃଆରୀରେ ହେବ । ଫେବୃଆରୀ ୩ରୁ ICSE ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ସେହିପରି ଫେବୃଆରୀ ୨୭ରୁ ICSE ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୩୦ରେ ଶେଷ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ନିଷ୍ପତ୍ତି: ଭିଜିଲାନ୍ସରେ ୪୮ନୂଆ ପଦବୀ, ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧି
ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ରାଜ୍ୟ ଭିଜିଲାନ୍ସରେ ୮ଟି ଅତିରିକ୍ତ ଏସପି, ୨୪ଟି ଡିଏସପି ଓ ୧୬ଟି ପୁଲିସ ସବଇନ୍ସପେକ୍ଟର ପଦବୀ ସୃଷ୍ଟି କରାଯାଇଛି ।
Miscellaneous
ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ଝଲସିବ ହୀରାକୁଦ, ସାତକୋଶିଆ ଓ ବୌଦ୍ଧ ସର୍କିଟ
ରାଜ୍ୟ ପର୍ଯ୍ୟଟନ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟର ଅଧିକ ପର୍ଯ୍ୟଟନସ୍ଥଳୀକୁ ବିଶ୍ୱର ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ କରିବା ପାଇଁ ପଦକ୍ଷେପ ନେବାକୁ ମୋହନ ମାଝୀ ସରକାର ନିଷ୍ପତ୍ତି ନେଇଛନ୍ତି ।
Jobs
ନିଯୁକ୍ତି ଆୟୋଗ ଅଧ୍ୟକ୍ଷମାନଙ୍କ ସହ ବୈଠକ: ସରକାରଙ୍କ ଟାର୍ଗେଟ୍ ୫ ବର୍ଷରେ ଦେଢ଼ଲକ୍ଷ ପଦବୀ ପୂରଣ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦେବା ସହ ଅତ୍ୟାବଶ୍ୟକ ସେବା ଯୋଗାଉଥିବା ବିଭାଗଗୁଡ଼ିକ ଯଥା- ସ୍ୱାସ୍ଥ୍ୟ, ଗୃହ, ଶିକ୍ଷା ଓ କୃଷି ବିଭାଗରେ ଖାଲି ପଡ଼ିଥିବା ପଦବୀଗୁଡ଼ିକୁ ଯଥାଶୀଘ୍ର ପୂରଣ ପାଇଁ ପରାମର୍ଶ ଦେଇଛନ୍ତି।
Miscellaneous
୧୫ ସୁଦ୍ଧା ସରିବ ରାସନକାର୍ଡ ଇ-କେୱାଇସି ଯାଂଚ: ରାଜ୍ୟ ବାହାରକୁ ଯାଉଛନ୍ତି ସରକାରୀ କର୍ମଚାରୀ
ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ରାସନକାର୍ଡ ଇ-କେୱାଇସି ଯାଂଚ ପ୍ରକ୍ରିୟା ୮୫ ପ୍ରତିଶତ ଶେଷ ହୋଇସାରିଲାଣି । ଏପର୍ଯ୍ୟନ୍ତ ଆଉ ପ୍ରାୟ ୫୦ଲକ୍ଷ ବ୍ୟକ୍ତିଙ୍କ ଇ-କେୱାଇସି ଯାଂଚ ବାକି ରହିଛି ।
Health
ଆୟୁଷ୍ମାନ ଭାରତରେ କାହାକୁ କେତେ ଟଙ୍କାର ବୀମା ମିଳିବ?
ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ ଭାରତ ମିଶ୍ରଣରେ ଏହି ସୁବିଧା ମିଳିବ। ୩୦ ହଜାର ହସ୍ପିଟାଲରେ ଏହି ସୁବିଧା ଉପଲବ୍ଧ ହେବ