ମାର୍ଚ୍ଚ ୫ରୁ ସିବିଏସ୍ଇ ବୋର୍ଡ ପରୀକ୍ଷା

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାର୍ଚ୍ଚ ୫ରୁ ସିବିଏସ୍ଇ ବୋର୍ଡ ପରୀକ୍ଷା। ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମାର୍ଚ୍ଚ ୫ ତାରିଖରୁ ଆରମ୍ଭ ହେବ। ଏପ୍ରିଲ୍ ୪ ତାରିଖରେ ଦଶମ ଶ୍ରେଣୀ ପରୀକ୍ଷା ଶେଷ ହେବ।&nbsp; ସେହିପରି ଏପ୍ରିଲ ୧୨ ତାରିଖରେ ଦ୍ୱାଦଶ ପରୀକ୍ଷା ସରିବ। ତେବେ ଏନେଇ ସିବିଏସ୍ଇ ପକ୍ଷରୁ କୌଣସି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇ ନ ଥିବା ବେଳେ ଖବର ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ଏହି ସୂଚନା ମିଳିଛି।</p>

Ordigital Desk
  • Published: Thursday, 11 January 2018
  • Updated: 11 January 2018, 09:30 AM IST

Sports

Latest News

<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାର୍ଚ୍ଚ ୫ରୁ ସିବିଏସ୍ଇ ବୋର୍ଡ ପରୀକ୍ଷା। ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମାର୍ଚ୍ଚ ୫ ତାରିଖରୁ ଆରମ୍ଭ ହେବ। ଏପ୍ରିଲ୍ ୪ ତାରିଖରେ ଦଶମ ଶ୍ରେଣୀ ପରୀକ୍ଷା ଶେଷ ହେବ।&nbsp; ସେହିପରି ଏପ୍ରିଲ ୧୨ ତାରିଖରେ ଦ୍ୱାଦଶ ପରୀକ୍ଷା ସରିବ। ତେବେ ଏନେଇ ସିବିଏସ୍ଇ ପକ୍ଷରୁ କୌଣସି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇ ନ ଥିବା ବେଳେ ଖବର ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ଏହି ସୂଚନା ମିଳିଛି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos