ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ‘କରୋନା’ ପାଇଁ ଆସନ୍ତାକାଲିଠାରୁ ହେବାକୁ ଥିବା ସମସ୍ତ CBSE ପରୀକ୍ଷା ସ୍ଥଗିତ ରହିଛି। ୩୧ ତାରିଖ ମଧ୍ୟରେ ହେବାକୁ ଥିବା ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ‘କରୋନା’ ସତର୍କତା ପାଇଁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ପରେ CBSE ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ୧୯ରୁ ୩୧ ମଧ୍ୟରେ ହେବାକୁ ଥିବା ପରୀକ୍ଷାର ତାରିଖ ପରେ ଘୋଷଣା କରାଯିବ ବୋଲି CBSE ପକ୍ଷରୁ କୁହାଯାଇଛି।
‘କରୋନା’ ସଂକ୍ରମମ ରୋକିବାକୁ CBSE ଏହି ପଦକ୍ଷେପ ନେଇଥିବା ସୂଚନା ଦେଇଛି। ସମସ୍ତ ସ୍କୁଲ ଏନେଇ ଛାତ୍ରଛାତ୍ରୀଙ୍କୁ ସୂଚନା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାଛଡ଼ା ଦେଶର ବିଭିନ୍ନ ସେଣ୍ଟରରେ ଚାଲିଥିବା ପରୀକ୍ଷା ଖାତା ମୂଲ୍ୟାୟନକୁ ମଧ୍ୟ ଚଳିତ ମାସ ୩୧ ତାରିଖ ଯାଏଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି ସିବିଏସ୍ଇ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।