ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସୁପ୍ରିମ୍କୋର୍ଟଙ୍କ ଦ୍ୱାରା ଗଠିତ ସିଇସି ବା କେନ୍ଦ୍ରୀୟ କ୍ଷମତାସମ୍ପନ୍ନ କମିଟି ସଦସ୍ୟ ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି। ପି. ଭି. ଜୟକ୍ରିଷ୍ଣନ୍ଙ୍କ ଅଧ୍ୟକ୍ଷତାରେ ଗଠିତ ୪ ଜଣିଆ କମିଟି କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ। ଏହି ଅବସରରେ ସେମାନେ ଓଡିଶା ମିନେରାଲ ବିୟରିଂ ଏରିଆ ଡେଭଲେପମେଣ୍ଟ କର୍ପୋରେସନ ବା OMBADCରେ ବିନିଯୋଗ ହୋଇଥିବା ଅର୍ଥର ସମୀକ୍ଷା କରିବେ।
ପ୍ରଥମେ କମିଟି ସଦସ୍ୟ ଭୁବନେଶ୍ୱରରେ OMBADC ଅଧିକାରୀଙ୍କ ସହ ଆଲୋଚନା କରିବେ । ଏହାପରେ ସେମାନେ କେନ୍ଦୁଝର ଗସ୍ତ କରିବେ । କେନ୍ଦୁଝରରେ ରହଣି ପରେ ଆସନ୍ତାକାଲି ମୟୂରଭଞ୍ଜ ଯାଇ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।
Politics
ମୁରବୀବିହୀନ ବିଜେଡି: ଶଙ୍ଖଭବନରେ ୨ ମହିଳା ପଦାଧିକାରୀ ଧସ୍ତାଧସ୍ତି,ମାରପିଟ୍
ଆଜିର ଏହି ଘଟଣାରୁ ଦଳ ଭିତରେ ନେତା ଓ ପଦାଧିକାରୀଙ୍କ ଉପରେ ନବୀନ ନିଜର ଲଗାମ ଓ ନିୟନ୍ତ୍ରଣ ହରାଇ ବସିଥିବାର ପ୍ରମାଣ ମିଳିଛି ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।
Politics
କାହିଁକି ହାରିଲା ବିଜେଡି; ପ୍ରତିଷ୍ଠା ଦିବସରେ କାରଣ କହିଲେ ନବୀନ
ନବୀନ କହିଛନ୍ତି, ଗତ ଛଅ ମାସ ଭିତରେ ବିଜେପି ସରକାରର ଓଡ଼ିଶାବାସୀଙ୍କ ପାଇଁ ସବୁଠାରୁ ବଡ଼ ଉପହାର ହେଉଛି ଦରଦାମ ବୃଦ୍ଧି। ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ ଓ ପନିପରିବା ଆଦି ସବୁ ଦର ଆଜି ଆକାଶ ଛୁଆଁ।