ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୩୭୦ ଉଚ୍ଛେଦ ପରେ ଆଲର୍ଟ ଜାରି କଲା କେନ୍ଦ୍ର ଗୃହ ମନ୍ତ୍ରଣାଳୟ। ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବ, ଡିଜିପି ଏବଂ ପୁଲିସ କମିଶନ୍ଙ୍କୁ ଏନେଇ ଆଲର୍ଟ ଜାରି କରିଛି । ଆବଶ୍ୟକ ସଂଖ୍ୟକ ଫୋର୍ସ ମହଜୁଦ୍ ରଖିବା ସହ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖାଯାଇଛି।
ଏହାଛଡ଼ା କଶ୍ମୀର ବାସିନ୍ଦାଙ୍କ ସୁରକ୍ଷା ବଢ଼ାଇବା ସହ ଦେଶର ବିଭିନ୍ନ ଅଞ୍ଚଳରେ ଥିବା ଛାତ୍ରଛାତ୍ରୀଙ୍କ ସୁରକ୍ଷା ପ୍ରତି ନଜର ରଖିବାକୁ ନିର୍ଦ୍ଦେଶ ହୋଇଛି। ସୂଚନା ଅନୁଯାୟୀ, ଆଜି କେନ୍ଦ୍ର ସରକାର ଏକ ଐତିହାସିକ ନିଷ୍ପତ୍ତି କ୍ରମେ ଜମ୍ମୁ-କଶ୍ମୀରରୁ ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ନବୀନ ଓ ପାଣ୍ଡିଆନଙ୍କ ଅଡ଼ୁଆ ବଢ଼ାଇବ କି ପ୍ରକାଶ ମିଶ୍ରଙ୍କ ପୁସ୍ତକ
ଆସନ୍ତା ଜାନୁୟାରୀ ୧୧ରେ ନୂଆଦିଲ୍ଲୀରେ ଓ ତା’ପୂର୍ବରୁ ଜାନୁୟାରୀ ୭ କିମ୍ବା ୯ତାରିଖରେ ଭୁବନେଶ୍ୱରରେ ଉନ୍ମୋଚିତ ହେବ ପ୍ରକାଶ ମିଶ୍ରଙ୍କ ଲିଖିତ ପୁସ୍ତକ “କମେଡ଼ି ଇନ୍ ଖାକି: ଦ ହ୍ୟୁମରସ୍ ମେମୋରିଜ୍ ଅଫ ଏ ପୁଲିସମ୍ୟାନ୍” ।
Politics
ଅମିତ ଶାହଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ ବାତିଲ
କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଆସନ୍ତାକାଲି ଅର୍ଥାତ୍ ଶନିବାର ରାତି ୧୦ଟାରେ ଭୁବନେଶ୍ୱରରେ ପହଂଚିଥାନ୍ତୋ ।
Crime
ବିଧାୟକ ଥିଲେ, ସର୍କିଟ୍ ହାଉସ୍ରେ ଜଳିଗଲା ଦୁଇ ଗାଡ଼ି
ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିଲେ ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ। କାର୍ଯ୍ୟକ୍ରମ ପରେ ସେ ଫୁଲବାଣୀ ସର୍କିଟ୍ ହାଉସ୍ରେ ରାତ୍ରୀ ଯାପନ କରିଥିଲେ। ସର୍କିଟ୍ ହାଉସ୍ କ୍ୟାମ୍ପସରେ ନିଜର ଇନୋଭା ଗାଡ଼ି ରଖି ବିଶ୍ରାମ ନେଇଥିଲେ।
Politics
ମୁହଁ ଖୋଲିଲେ ବିଜେଡି ନେତ୍ରୀ ପୁଷ୍ପାଞ୍ଜଳି; କହିଲେ- ମୁଁ ଯଦି ନିଜ ରକ୍ଷା କରିପାରିନଥାନ୍ତି, ତାହାହେଲେ ମୋ’ ଶାଢୀ ଖୋଲି ଯାଇଥାଆନ୍ତା
ଶଙ୍ଖ ଭବନରେ ଘଟିଥିବର ମାଡ଼ ଘଟଣାକୁ ନେଇ ଭୁବନେଶ୍ୱର ଜୋନ ମହିଳା ବିଜେଡି କାର୍ଯ୍ୟକାରୀ ସଭାନେତ୍ରୀ ପୁଷ୍ପାଞ୍ଜଳି ରଣା କହିଛନ୍ତି, ମୁଁ ଆଗେ ପ୍ରଥମେ ମାଡ଼ ମାରିନି। ଯାହା ଭିଡ଼ିଓରେ ଦେଖାଯାଉଛି, ତାହା ପୂର୍ବରୁ ନିଶ୍ଚିତ କିଛି ଘଟିଥିବ। ଗତ ୨୦ ବର୍ଷ ହେଲା ଜଣେ ମହିଳା ଯଦି ପାଟି ଫିଟାଇନଥିଲା, ଆଜି କାହିଁକି ଫିଟାଇଲା?
Accident
ବିଲ ମଝିରେ ଜଳିଗଲେ ଚାଷୀ
ବିଜୁଳି ବିଭାଗର ଖାମ ଖିଆଲି ନୀତି ପାଇଁ ପ୍ରମୋଦଙ୍କ ଜୀବନ ଯାଇଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।