କରୋନା ମୁକାବିଲା ପାଇଁ କେନ୍ଦ୍ର ଦେଲା ଦ୍ୱିତୀୟ ଦଫା ସହାୟତା ରାଶି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମୁକାବିଲା ପାଇଁ କେନ୍ଦ୍ର ଦେଲା ଦ୍ୱିତୀୟ ଦଫା ସହାୟତା ରାଶି। ଓଡ଼ିଶା ସମେତ ୨୨ଟି ରାଜ୍ୟ ପାଇଁ ୮୯୦ କୋଟି ୩୨ ଲକ୍ଷର ସହାୟତା। ପୂର୍ବରୁ ଏପ୍ରିଲ ମାସରେ କେନ୍ଦ୍ର ୩ ହଜାର କୋଟି ଟଙ୍କା ଦେଇଥିଲା ସହାୟତା ନେଇ ପ୍ରଧାନମନ୍ତ୍ରୀ ଓ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ। ଟ୍ୱିଟ୍ ଯୋଗେ ଉଭୟଙ୍କୁ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କୃତଜ୍ଞତା ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ବସିବ କଂଗ୍ରେସ ଓ ଶାସକ ବିଜେଡିର ବିଧାୟକ ଦଳ ବୈଠକ

ରାଜ୍ୟରେ ୮୦୦ ପାର୍‌ କଲା କରୋନା ମୃତକଙ୍କ ସଂଖ୍ୟା

ସମ୍ବଲପୁରୀ ଶାଢ଼ୀକୁ ପଶ୍ଚିମବଙ୍ଗର ଦର୍ଶାଇ ବିକୁଥିଲା ଆମାଜନ୍‌, ଦୋଷ ମାନିଲା

ଆଜି ବାହାରିବ ଯୁକ୍ତ ୩ ଆଡମିଶନ୍‌ର ପ୍ରଥମ ମେରିଟ୍ ଲିଷ୍ଟ

କାଲିଠୁ ବିଧାନସଭା ଅଧିବେଶନ; ସଦସ୍ୟଙ୍କ ଲାଗି ହୋଇଛି ସ୍ୱତନ୍ତ୍ର ଆୟୋଜନ

ଆଖି ବୁଜିଲେ ଆଉ ଜଣେ କୋଭିଡ୍‌ ଯୋଦ୍ଧା

ବିରୋଧ ସତ୍ତ୍ୱେ କେନ୍ଦ୍ରର ନୂଆ କୃଷି ବିଲ୍‌କୁ ରାଷ୍ଟ୍ରପତିଙ୍କ ଅନୁମୋଦନ

ବିଶ୍ୱ ପର୍ଯ୍ୟଟନ ଦିବସରେ ଅର୍କକ୍ଷେତ୍ର କୋଣାର୍କକୁ ଗଡ଼ିଲା ‘ମୋ ବସ୍‌’

ଭୁବନେଶ୍ୱରରେ କରୋନା ସ୍ଥିତି: ୟୁନିଟ୍‌-୯ରୁ ୧୭, ୟୁନିଟ୍‌-୮ ଓ ଶୈଳଶ୍ରୀ ବିହାରରୁ ୧୨ ଲେଖାଏଁ ଚିହ୍ନଟ

ନବମ ଶ୍ରେଣୀ ଛାତ୍ରଙ୍କୁ ଛୁରୀ ଭୁଷି ହତ୍ୟା!

ବଳି ପଡ଼ିପାରନ୍ତି ବିଜେଡି ବିଧାୟକ ଉମା : ତାରା

ଅକ୍ଟୋବର ମାସରୁ ଖୋଲିବ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ