କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା। କରୋନା ପଜିଟିଭ୍‌ ରିପୋର୍ଟ ଆସିବା ପରେ ଧର୍ମେନ୍ଦ୍ର ହରିଆଣାର ମେଦାନ୍ତ ହସପିଟାଲ ଭର୍ତ୍ତି ହୋଇଛନ୍ତି। ୫୧ ବର୍ଷୀୟ ଧର୍ମେନ୍ଦ୍ର ଦ୍ୱିତୀୟ କେନ୍ଦ୍ରମନ୍ତ୍ରୀ ଭାବେ କରୋନା ଆକ୍ରାନ୍ତ ହୋଇଛନ୍ତି। ଧର୍ମେନ୍ଦ୍ର ମଧ୍ୟ ଟ୍ୱିଟ କରି ସେ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି। ଧର୍ମେନ୍ଦ୍ର କହିଛନ୍ତି, “ମୋର କରୋନା ଲକ୍ଷଣ ଦେଖାଯିବାରୁ ମୁଁ ଟେଷ୍ଟ କରିଥିଲି। ମୋ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶକ୍ରମେ ମୁଁ ହସ୍ପିଟାଲରେ ଭର୍ତ୍ତି ହୋଇଛି […]

dharmendra

dharmendra

Tapas Behera
  • Published: Tuesday, 04 August 2020
  • Updated: 04 August 2020, 07:38 PM IST

Sports

Latest News

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା। କରୋନା ପଜିଟିଭ୍‌ ରିପୋର୍ଟ ଆସିବା ପରେ ଧର୍ମେନ୍ଦ୍ର ହରିଆଣାର ମେଦାନ୍ତ ହସପିଟାଲ ଭର୍ତ୍ତି ହୋଇଛନ୍ତି। ୫୧ ବର୍ଷୀୟ ଧର୍ମେନ୍ଦ୍ର ଦ୍ୱିତୀୟ କେନ୍ଦ୍ରମନ୍ତ୍ରୀ ଭାବେ କରୋନା ଆକ୍ରାନ୍ତ ହୋଇଛନ୍ତି। ଧର୍ମେନ୍ଦ୍ର ମଧ୍ୟ ଟ୍ୱିଟ କରି ସେ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି।

ଧର୍ମେନ୍ଦ୍ର କହିଛନ୍ତି, “ମୋର କରୋନା ଲକ୍ଷଣ ଦେଖାଯିବାରୁ ମୁଁ ଟେଷ୍ଟ କରିଥିଲି। ମୋ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶକ୍ରମେ ମୁଁ ହସ୍ପିଟାଲରେ ଭର୍ତ୍ତି ହୋଇଛି ଓ ସୁସ୍ଥ ରହିଛି।”

ଏହା ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା, କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ଗତ ରବିବାର ୟୁପିର ବୈଷୟିକ ଶିକ୍ଷାମନ୍ତ୍ରୀ କମଲ ରାନୀ ବରୁଣ କରୋନାରେ ଆକ୍ରାନ୍ତ ହୋଇଥିଲେ। ୟୁପିର ଏକ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେହିପରି ପୂର୍ବରୁ ଦିଲ୍ଲୀର ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜେନ୍, ତାମିଲନାଡ଼ୁର ଶକ୍ତି ମନ୍ତ୍ରୀ ପି.ଥାନ ଗମାନି ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story