କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର) ବଉଳା କୁମ୍ଭୀର ଗଣନା ପାଇଁ ୯ ଦିନ ବନ୍ଦ ରହିବା ପରେ ଆଜିଠୁ ପୁଣି ପର୍ଯ୍ୟଟକଙ୍କ ଲାଗି ଖୋଲିଛି ଭିତରକନିକା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଡଙ୍ଗା ଯୋଗେ ଭିତରକନିକା ଜାତୀୟ ଉଦ୍ୟାନ ବୁଲି ଦେଖିଛନ୍ତି । ଏହାପରେ କୋଭିଡ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି କେନ୍ଦ୍ର ମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ ଟିକା ନେଇଥିବା କୋଭିଡ ଯୋଦ୍ଧାଙ୍କୁ ସର୍କିଟ୍ ହାଉସରେ ସମ୍ବର୍ଦ୍ଧିତ କରିଛନ୍ତି । ଭିତରକନିକା ପରିଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, କୋଷ୍ଟାଲ ହାଇେୱେ ହେବ ଲାଇଫ୍ ଲାଇନ୍, ଏଥତ୍ପାଇଁ ୧୦ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ ।
ରାଜ୍ୟ ଓ କେନ୍ଦ୍ର ସରକାର ମିଶି କୋଷ୍ଟାଲ ହାଇେୱେ ନେଇ ଯୋଜନା ଆରମ୍ଭ କରିଛନ୍ତି। ଦୀଘାରୁ ଗୋପାଳପୁର ପର୍ଯ୍ୟନ୍ତ ହେବାକୁ ଥିବା ଏହି ହାଇେୱେ ହେଲେ କେନ୍ଦ୍ରାପଡାବାସୀ ଅଧିକ ଉପକୃତ ହେବେ ବୋଲି କହିଛନ୍ତି ଧର୍ମେନ୍ଦ୍ର । ତାସହ ହରିଦାସପୁର ପାରାଦୀପ୍ ଲାଇନ୍ରେ ଖୁବ୍ ଶୀଘ୍ର ଯାତ୍ରୀବାହୀ ଓ ମାଲବାହୀ ଟ୍ରେନ୍ ଉଭୟ ଚାଲିବ ବୋଲି ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।