ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ପ୍ରଳୟଙ୍କରୀ ସାମୁଦ୍ରିକ ଝ଼ଡ ଫୋନି ପରେ ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଫୋନି ଦ୍ୱାରା ବିଶେଷ ପ୍ରଭାବିତ ପୁରୀ ଜିଲ୍ଲାର ନିମାପଡ଼ା, ଗୋପ, କୋଣାର୍କ, ବ୍ରହ୍ମଗିରି, କୃଷ୍ଣପ୍ରସାଦ ଆଦି ଅଞ୍ଚଳ ପରିଦର୍ଶନ କରିବା ସହ ଜନସାଧାରଣଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି ।
ଘରଭଙ୍ଗା, ଫସଲ ନଷ୍ଟ ଓ ପଶୁ ସମ୍ପଦ କ୍ଷତିର ଆକଳନ ବିଳମ୍ବିତ ହେବା କାରଣରୁ ସରକାରୀ ସହାୟତା ମିଳିବାରେ ସମସ୍ୟା ଦେଖା ଦେଇଥିବା କଥା ଜାଣିବାକୁ ପାଇଛନ୍ତି କେନ୍ଦ୍ରମନ୍ତ୍ରୀ। ଲୋକମାନଙ୍କ ସହ ଏ ପ୍ରସଙ୍ଗରେ ଆଲୋଚନା କରିବା ପରେ ଏହି ସମସ୍ୟା ପ୍ରସଙ୍ଗରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଫୋନ ଯୋଗେ କଥା ହୋଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ନିଆଁ ପୋଇଁ ହେଉଥିଲେ ବୃଦ୍ଧ; ଦଳିଦେଲା ଦନ୍ତା
ଗତକାଲି ବିଳମ୍ବିତ ରାତିରେ ଘର ବାହାରେ ନିଆଁ ଲଗାଇ ସେକି ହେଉଥିଲେ ସୋତୋ।
Crime
ସରକାରୀ କ୍ୱାର୍ଟର୍ସରୁ ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଗଣେଶ ବର୍ଷେ ହେବ ଖଜୁରୀପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଥିବା ୧୦୮ ଆମ୍ବୁଲାନ୍ସରେ ଫାର୍ମାସିଷ୍ଟ ଭାବେ କାମ କରୁଥିଲେ।
Science & Environment
ଲୁଚକାଳି ଖେଳୁଛି ଜିନ୍ନତ; ବନ ବିଭାଗ ନାକେଦମ
ବାଘୁଣୀ ଜିନ୍ନତକୁ ଟ୍ରାକ କରିବା ପାଇଁ ଲାଗିଛନ୍ତି ଦୁଇ ରାଜ୍ୟର ୩ଟି ଟିମ୍।
Crime
ହାର୍ଡକୋର ନକ୍ସଲ ପ୍ରଭାକର ଗିରଫ; ୨୫ ଲକ୍ଷ ଥିଲା ପୁରସ୍କାର ରାଶି
ପ୍ରଭାକରଙ୍କ ନାଁରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା।
Miscellaneous
ଜଙ୍ଗଲରେ ଥିଲା ୬୨ ଫୁଟ ଉଚ୍ଚ ସହିଦ ସ୍ତମ୍ଭ, ମାଟିରେ ମିଶାଇଲେ ଯବାନ
ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ରହିଥିବା ସବୁଠାରୁ ବିଶାଳ ସହିଦ ସ୍ତମ୍ଭ ମାଟିରେ ମିଶିଲା। ଉକ୍ତ ସ୍ତମ୍ଭକୁ ଧ୍ୱସଂ କରିଛନ୍ତି ଡିଆରଜି ଯବାନ ।