ସ୍ୱାସ୍ଥ୍ୟ ଭିତ୍ତିଭୂମି ଅନୁଧ୍ୟାନ ପାଇଁ ଓଡ଼ିଶା ଗସ୍ତରେ ୧୮ ଜଣିଆ କେନ୍ଦ୍ରୀୟ ଦଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଅନୁଧ୍ୟାନ ପାଇଁ ୧୮ଜଣିଆ କେନ୍ଦ୍ରୀୟ ଦଳ ଆଜିଠୁ ୪ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଡାକ୍ତର ହିମାଂଶୁ ଭୂଷଣଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍ ଭୁବନେଶ୍ୱରରେ ପହଞ୍ôଚବା ପରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ପଦାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଆସନ୍ତାକାଲିଠୁ ୩ଦିନ ଧରି ସେମାନେ ଦୁଇଟି ଦଳରେ ବିଭକ୍ତ ହୋଇ ମୟୂରଭଞ୍ଜ ଓ କନ୍ଧମାଳ ଜିଲ୍ଲା ଗସ୍ତ କରିବେ ବୋଲି ସୂଚନା ମିଳିଛି। ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ଏହି […]

ALLOCATION-FOR-EDUCATION-SLASHED-WHILE-BUDGET-FOR-HEALTH-SECTOR-REMAIN-THE-SAME

Manoranjan Sial
  • Published: Thursday, 17 October 2019
  • Updated: 17 October 2019, 08:47 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଅନୁଧ୍ୟାନ ପାଇଁ ୧୮ଜଣିଆ କେନ୍ଦ୍ରୀୟ ଦଳ ଆଜିଠୁ ୪ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଡାକ୍ତର ହିମାଂଶୁ ଭୂଷଣଙ୍କ ନେତୃତ୍ୱରେ ଆସିଥିବା ଏହି ଟିମ୍ ଭୁବନେଶ୍ୱରରେ ପହଞ୍ôଚବା ପରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ପଦାଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଆସନ୍ତାକାଲିଠୁ ୩ଦିନ ଧରି ସେମାନେ ଦୁଇଟି ଦଳରେ ବିଭକ୍ତ ହୋଇ ମୟୂରଭଞ୍ଜ ଓ କନ୍ଧମାଳ ଜିଲ୍ଲା ଗସ୍ତ କରିବେ ବୋଲି ସୂଚନା ମିଳିଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ଏହି ପ୍ରତିନିଧି ଦଳ ୨ ଭାଗରେ ବିଭକ୍ତ ହୋଇ ମୟୂରଭଞ୍ଜ ଓ କନ୍ଧମାଳ ଜିଲ୍ଲା ଗସ୍ତ କରିବେ। ଡାଃ ହିମାଂଶୁ ଭୂଷଣଙ୍କ ନେତୃତ୍ୱରେ ଗୋଟିଏ ଦଳ କନ୍ଧମାଳ ଜିଲ୍ଲା ଏବଂ ଡାଃ ଅରୁଣ କୁମାରଙ୍କ ନେତୃତ୍ୱରେ ଅନ୍ୟ ଦଳଟି ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିବେ । ଏହି ଗସ୍ତ ସମୟରେ ସେମାନେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ , ପରିବାର କଲ୍ୟାଣ କାର୍ଯ୍ୟକ୍ରମ , ସଂକ୍ରମକ ଓ ଅଣସଂକ୍ରମକ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ, ମାନବ ସମ୍ବଳ ବ୍ୟବସ୍ଥା ଏବଂ ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥାର ସୁଦୃଢୀକରଣ ନିମନ୍ତେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଅନୁଧ୍ୟାନ କରି ଜ୍ଞାନ ଆହରଣ କରିବେ। ଏଥିସହିତ ରାଜ୍ୟ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟକାରୀ କରାଯାଇଥିବା ବିଭିନ୍ନ ସଫଳ କାର୍ଯ୍ୟକ୍ରମ ଗୁଡ଼ିକୁ କିପରି ଅନ୍ୟ ରାଜ୍ୟରେ ମଧ୍ୟ କାର୍ଯ୍ୟକାରୀ କରାଯାଇ ପାରିବ ସେଦିଗରେ ଦୃଷ୍ଟି ଦେବେ ବୋଲି ଆଲୋଚନା କାଳରେ ସୂଚନା ଦେଇଛନ୍ତି। ଯେଉଁ ଯେଉଁ କ୍ଷେତ୍ରରେ ଅଧିକ କିଛି କରାଯିବାର ଆବଶ୍ୟକତା ଥିବ ସେନେଇ ମଧ୍ୟ ସେମାନେ ପରାମର୍ଶ ଦେବେ।

ବର୍ତ୍ତମାନ ରାଜ୍ୟରେ କାର୍ଯ୍ୟକାରୀ କରାଯାଇଥିବା ‘ମୋ ସରକାର, ୫-ଟି, ମାନବ ସମ୍ବଳ ବ୍ୟବସ୍ଥା ଏବଂ ଗ୍ରହଣ କରାଯାଇଥିବା ବିଭିନ୍ନ ସଂସ୍କାର ମୂଳକ କାର୍ଯ୍ୟକ୍ରମ ସଂପର୍କରେ ସ୍ୱାସ୍ଥ୍ୟ ସଚିବ ପ୍ରମୋଦ କୁମାର ମେହେର୍ଦ୍ଦା ସେମାନଙ୍କୁ ଅବଗତ କରାଇଥିଲେ। ରାଜ୍ୟରେ ନୂତନ ସ୍ୱାସ୍ଥ୍ୟନୀତି ଭିଜନ-୨୦୨୫ ସଂପର୍କରେ ମଧ୍ୟ ଡ଼ଃ ମେହେର୍ଦ୍ଦା ସୂଚନା ଦେଇଥିଲେ। ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ରାଜ୍ୟରେ କାର୍ଯ୍ୟକାରୀ ହୋଉଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ନିରାମୟ ମାଗଣାରେ ରକ୍ତ ଯୋଗାଣ, ନିଦାନ, ଗର୍ଭବତୀ ମହିଳା ମାନଙ୍କୁ ମାଗଣା ପରିବହନ ବ୍ୟବସ୍ଥା ଆଦି ସଂପର୍କରେ ଆଲୋକପାତ କରିଥିଲେ। ସରକାରୀ ଡାକ୍ତରଖାନାକୁ ଆସୁଥିବା ରୋଗୀମାନଙ୍କ ଠାରୁ ସିଧାସଳଖ ଟେଲିଫୋନ ମାଧ୍ୟମରେ ସେମାନଙ୍କର ମତାମତ ମଧ୍ୟ ସଂଗ୍ରହ କରାଯାଇ ସେଦିଗରେ ଆବଶ୍ୟକ ପଦକ୍ଷେପ ନିଆଯାଉଥିବା ସଂପର୍କରେ ମଧ୍ୟ ଶ୍ରୀମତୀ ପଣ୍ଡିତ ସୂଚନା ଦେଇଥିଲେ।

ଦୁଇ ଦଳରେ ବିଭକ୍ତ ହୋଇ ଯାଉଥିବା ଏହି ଦଳ ୧୮, ୧୯ ଓ ୨୦ ତାରିଖ ତିନିଦିନ ଧରି ଗସ୍ତ କରିସାରିବା ପରେ ୨୧ ତାରିଖ ଦିନ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଓ ସ୍ୱାସ୍ଥ୍ୟ ଅଧିକାରୀମାନଙ୍କ ସହିତ ଆଲୋଚନା କରି ୨୨ ତାରିଖ ଦିନ ଭୁବନେଶ୍ୱର ଫେରିବେ। ୨୩ ତାରିଖ ଦିନ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ପଦାଧିକାରୀମାନଙ୍କ ସହିତ ସେମାନଙ୍କ ଗସ୍ତ ବିବରଣୀ ଦେଇ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story