ବରଗଡ଼(ଦୀପକ ଶର୍ମା): ବିଜେପୁର ବ୍ୟାଟେଲ୍ ପାଇଁ ଜୋର ଧରିଛି ରାଜନୀତି । ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲେଇଲେଣି ଷ୍ଟାର ପ୍ରଚାରକ । ଆଜି ବିଜେପିର ଷ୍ଟାର ପ୍ରଚାରକ ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗାଇସିଲଟ ବ୍ଲକର ତଳପାଲି ଓ ବରପାଲି ବ୍ଲକର ଅଗଲପୁରରେ ଦଳୀୟ ପ୍ରାର୍ଥୀ ସନତ ଗଡ଼ତିଆଙ୍କ ପାଇଁ ପ୍ରଚାର କରିବେ । ଏହି ଦୁଇ ସ୍ଥାନରେ ସାଧାରଣ ସଭା କରି ବିଜେପିକୁ ବହୁ ମତରେ ବିଜୟୀ କରିବାକୁ ଆହ୍ୱାନ ଦେବେ। ଏଥିସହ କେନ୍ଦ୍ର ସରକାରଙ୍କ ସଫଳତାର କଥା କହି ଦଳୀୟ କର୍ମୀ ଓ କାର୍ଯ୍ୟକର୍ତ୍ତାଙ୍କୁ ମଧ୍ୟ ଉତ୍ସାହିତ କରିବେ । ସେପଟେ ବରପାଲିରେ ନିଜ ପ୍ରଚାରକୁ ଜୋରଦାର କରିବ ବିଜେଡି ।
ବିଜେପୁର ଉପନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଚଳିତମାସ ୧୯ତାରିଖ ସନ୍ଧ୍ୟାରେ ଶେଷ ହେଉଥିବାବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପୁରରେ ଦୁଇଦିନ ଧରି ପ୍ରଚାର କରିବା ନିମନ୍ତେ କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛି। ସେ ଦଳୀୟ ପ୍ରାର୍ଥୀ ରୀତା ସାହୁଙ୍କ ସପକ୍ଷରେ ପ୍ରଚାର କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।
Crime
ପାଢ଼ୀ ଟ୍ୟୁଟୋରିଆଲ ମାଲିକଙ୍କ ଆତ୍ମହତ୍ୟା ଘଟଣା: ଆଉ ଥରେ ଏତଲା ଦେବାକୁ ହାଇକୋର୍ଟଙ୍କ ଅନୁମତି
ଏହି ମାମଲାର ଶୁଣାଣି ସମୟରେ ସରକାରୀ ଓକିଲ କୋର୍ଟଙ୍କୁ କହିଥିଲେ ଯେ ପୁଲିସ୍ ଜବତ କରିଥିବା ସୁଇସାଇଡ୍ ନୋଟରେ ଜେ.ବି ପାଢ଼ୀଙ୍କ ସହ ଅର୍ଥ କାରବାର କରୁଥିବା ୩୦ ଜଣଙ୍କ ନାମ ରହିଛି। କିନ୍ତୁ ସେହି ସନ୍ଦିଗ୍ଧମାନଙ୍କ ବିରୋଧରେ ତଦନ୍ତ ଶେଷ ହୋଇନାହିଁ।
Crime
ଦାଦନ ସର୍ଦ୍ଦାରର ଦବଙ୍ଗଗିରି; ଶ୍ରମିକଙ୍କୁ କିଡ୍ନାପ କରି ନେଇ ନିର୍ଧୂମ ଛେଚିଲେ
ଦାଦନ ଯିବା ପାଇଁ ୪୦ ହଜାର ଟଙ୍କା ବଇନା ଆଣିଥିଲେ ଅଜିତ। ସେହି ଟଙ୍କା ଲେଣଦେଣକୁ ନେଇ ଅଜିତଙ୍କୁ ସର୍ଦ୍ଦାର ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ତାଙ୍କ ସ୍ତ୍ରୀ।