ଭୁବନେଶ୍ୱରରେ କେନ୍ଦ୍ରୀୟ ଟିମ୍, ବନ୍ୟା କ୍ଷୟକ୍ଷତିର ଆକଳନ କରିବେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବନ୍ୟାଜନିତ କ୍ଷୟକ୍ଷତି ଆକଳନ ପାଇଁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ୍ ସଦସ୍ୟ । କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ପ୍ରବୀଣ ବଶିଷ୍ଠଙ୍କ ନେତୃତ୍ୱରେ ଏକ ୬ ଜଣିଆ ଟିମ୍ ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି । ଏହାପରେ  ଟିମ୍‌ ସଦସ୍ୟମାନେ ବନ୍ୟାରେ ସର୍ବାଧିକ ପ୍ରଭାବିତ ୪ ଜିଲ୍ଲା ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ପୁରୀ ଗସ୍ତ କରିବାର  କାର୍ଯ୍ୟକ୍ରମ ରହିଛି । ଏହି ଟିମ୍‌ରେ କୃଷି ଓ […]

bbsr-1

bbsr-1

Niharika Rout
  • Published: Wednesday, 16 September 2020
  • Updated: 16 September 2020, 11:29 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବନ୍ୟାଜନିତ କ୍ଷୟକ୍ଷତି ଆକଳନ ପାଇଁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି କେନ୍ଦ୍ରୀୟ ଟିମ୍ ସଦସ୍ୟ କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବ ପ୍ରବୀଣ ବଶିଷ୍ଠଙ୍କ ନେତୃତ୍ୱରେ ଏକ ଜଣିଆ ଟିମ୍ ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି

ଏହାପରେ  ଟିମ୍ସଦସ୍ୟମାନେ ବନ୍ୟାରେ ସର୍ବାଧିକ ପ୍ରଭାବିତ ଜିଲ୍ଲା ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ପୁରୀ ଗସ୍ତ କରିବାର  କାର୍ଯ୍ୟକ୍ରମ ରହିଛି ଏହି ଟିମ୍ରେ କୃଷି କୃଷକ କଲ୍ୟାଣ, ଜଳ ସଂପଦ, ଭୂପୃଷ୍ଠ ପରିବହନ ରାଜପଥ, ଗ୍ରାମ୍ୟ ଉନ୍ନୟନ ଅର୍ଥ ମନ୍ତ୍ରାଳୟର ସଦସ୍ୟ ଅଛନ୍ତି

ବନ୍ୟାଞ୍ଚଳ ପରିଦର୍ଶନ ପରେ ଟିମ୍ସଦସ୍ୟମାନେ ୧୭ ତାରିଖରେ ଭୁବନେଶ୍ୱର ଫେରି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କ୍ଷୟକ୍ଷତି ସଂପର୍କରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story