କ୍ଷୟକ୍ଷତି ଆକଳନ ପାଇଁ ଆସିବେ ୭ ଜଣିଆ କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ବୁଲବୁଲ’ରେ କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ର ସରକାରଙ୍କ ଆନ୍ତଃ-ମନ୍ତ୍ରଣାଳୟ ଟିମ୍ ଆସନ୍ତା ୧୪ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ବୁଲବୁଲ କ୍ଷୟକ୍ଷତି ଆକଳନ କରିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସାହେଲି ଘୋଷ ରୟଙ୍କ ନେତୃତ୍ୱରେ ଆନ୍ତଃ ମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ୍ ୧୪ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ଏହି ଟିମରେ ଶକ୍ତି […]

bulbul,,,

bulbul,,,

Manoranjan Sial
  • Published: Wednesday, 13 November 2019
  • Updated: 13 November 2019, 10:04 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ବୁଲବୁଲ’ରେ କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ର ସରକାରଙ୍କ ଆନ୍ତଃ-ମନ୍ତ୍ରଣାଳୟ ଟିମ୍ ଆସନ୍ତା ୧୪ତାରିଖରେ ଓଡ଼ିଶା ଗସ୍ତରେ ଆସିବେ।

ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ବୁଲବୁଲ କ୍ଷୟକ୍ଷତି ଆକଳନ କରିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସାହେଲି ଘୋଷ ରୟଙ୍କ ନେତୃତ୍ୱରେ ଆନ୍ତଃ ମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ୍ ୧୪ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ଏହି ଟିମରେ ଶକ୍ତି ମନ୍ତ୍ରଣାଳୟର ମୁଖ୍ୟ ଯନ୍ତ୍ରୀ ବନ୍ଦନା ସିଂଘାଲ, ଅର୍ଥ ମନ୍ତ୍ରଣାଳୟର ବ୍ୟୟ ବିଭାଗର କନ୍ସଲଟାଣ୍ଟ ଦୀନା ନାଥ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟର ଉପସଚିବ ଏସଏସ୍ ମୋଦି, କେନ୍ଦ୍ରୀୟ ଜଳ ଆୟୋଗର ସୁପରିଟେଣ୍ଡେଣ୍ଟ ଯନ୍ତ୍ରୀ ଅମରିଶ ପାଲ୍ ସିଂ, କୃଷି ବିଭାଗର ପାଟନାସ୍ଥିତ ଡିଆରଡି ନିର୍ଦ୍ଦେଶକ ବୀରେନ୍ଦ୍ର ସିଂ ଓ ସଡ଼କ ପରିବହନ ମନ୍ତ୍ରଣାଳୟର ଭୁବନେଶ୍ୱର ଆଞ୍ଚଳିକ ଅଧିକାରୀ ସୁନୀଲ କୁମାର ସାମିଲ୍ ଅଛନ୍ତି।

କେନ୍ଦ୍ରୀୟ ଟିମ୍‌ ଆସନ୍ତାକାଲି ଅପରାହ୍ନ ଗୋଟାଏ ବେଳେ ଭୁବନେଶ୍ୱରରେ ପହଞ୍ଚିବା ପରେ ସିଧାସଳଖ ଭଦ୍ରକ ଯିବେ। ସେଠାରେ କ୍ଷୟକ୍ଷତି ଆକଳନ କରିବା ପରେ ୧୫ ତାରିଖ ପୂର୍ବହ୍ନରେ କେନ୍ଦ୍ରାପଡ଼ା ଜିଲ୍ଲା ପରିଦର୍ଶନରେ ଯାଇ ଅପରାହ୍ନରେ ଭୁବନେଶ୍ୱର ଫେରିବେ। ଭୁବନେଶ୍ୱରରେ ମୁଖ୍ୟ ସଚିବ ଓ ବରିଷ୍ଠ ଅଧିକାରୀଙ୍କ ସହ ସାଢ଼େ ୫ଟାରେ ବୈଠକ କରିବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ପ୍ରାଥମିକ ଆକଳନ ଅନୁସାରେ, ବୁଲବୁଲ ପ୍ରଭାବରେ ରାଜ୍ୟର ୬ଟି ଜିଲ୍ଲାରେ ୩ଲକ୍ଷ ହେକ୍ଟର ଜମିରେ ଫସଲ ଓ ୫୫୦୦ ବାସଗୃହ ନଷ୍ଟ ହୋଇଛି। ତେବେ କେହି ‘ବୁଲବୁଲ୍’ ଯୋଗୁ ମୃତାହତ ହୋଇନାହାନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story