ବନ୍ୟା କ୍ଷୟକ୍ଷତି ଆକଳନ ପାଇଁ ଆସନ୍ତାକାଲି ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟର ଗତମାସରେ ଆସିଥିବା ପ୍ରଳୟଙ୍କରୀ ବନ୍ୟାର କ୍ଷୟକ୍ଷତି ଆକଳନ ପାଇଁ ଆନ୍ତଃ ମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ୍ ଆସନ୍ତାକାଲି ଓଡ଼ିଶା ଆସିବେ। ଏହି ଟିମ୍ ଦୁଇଦିନ ଧରି ଓଡ଼ିଶାର ସର୍ବାଧିକ ବନ୍ୟା ପ୍ରଭାବିତ ୪ଟି ଜିଲ୍ଲା ଗସ୍ତ କରି ୧୭ତାରିଖ ଅପରାହ୍ନରେ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଆଜି ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ପ୍ରବୀଣ ବଶିଷ୍ଠଙ୍କ ନେତୃତ୍ୱରେ […]

flood-1

flood-1

Manoranjan Sial
  • Published: Tuesday, 15 September 2020
  • Updated: 15 September 2020, 08:48 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ରାଜ୍ୟର ଗତମାସରେ ଆସିଥିବା ପ୍ରଳୟଙ୍କରୀ ବନ୍ୟାର କ୍ଷୟକ୍ଷତି ଆକଳନ ପାଇଁ ଆନ୍ତଃ ମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ୍ ଆସନ୍ତାକାଲି ଓଡ଼ିଶା ଆସିବେ। ଏହି ଟିମ୍ ଦୁଇଦିନ ଧରି ଓଡ଼ିଶାର ସର୍ବାଧିକ ବନ୍ୟା ପ୍ରଭାବିତ ୪ଟି ଜିଲ୍ଲା ଗସ୍ତ କରି ୧୭ତାରିଖ ଅପରାହ୍ନରେ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି।

ଆଜି ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଗୃହ ମନ୍ତ୍ରଣାଳୟର ଯୁଗ୍ମ ସଚିବ ପ୍ରବୀଣ ବଶିଷ୍ଠଙ୍କ ନେତୃତ୍ୱରେ ଏକ ଟିମ୍ ଆସନ୍ତାକାଲି ସକାଳେ ଭୁବନେଶ୍ୱରରେ ପହଂଚିବେ। ଏହି ଟିମରେ କୃଷି , ଜଳସମ୍ପଦ, ସଡ଼କ ପରିବହନ ଓ ରାଜପଥ, ଗ୍ରାମ୍ୟ ଉନ୍ନୟନ ଓ ଅର୍ଥ ମନ୍ତ୍ରଣାଳୟର ଅଧିକାରୀମାନେ ସଦସ୍ୟ ଅଛନ୍ତି। ଏହି ଟିମ୍ ୨ଟି ଭାଗରେ ବିଭକ୍ତ ହୋଇ ୧୬ ଓ ୧୭ତାରିଖ ଦୁଇଦିନ ଧରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ପୁରୀ ଯାଇ ବନ୍ୟା କ୍ଷୟକ୍ଷତି ଆକଳନ କରିବା ସହ ୧୭ତାରିଖ ଅପରାହ୍ନରେ ଭୁବନେଶ୍ୱର ଫେରିବେ। ତା’ପରେ ଅପରାହ୍ନ ୫ଟାରେ ଲୋକସେବା ଭବନରେ ମୁଖ୍ୟସଚିବ ଅସିତ୍ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକରେ ସାମିଲ ହେବେ। ଏହି ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ସଚିବମାନେ ଉପସ୍ଥିତ ରହି ବନ୍ୟା କ୍ଷୟକ୍ଷତି ସମ୍ପର୍କରେ କେନ୍ଦ୍ରୀୟ ଦଳକୁ ଅବଗତ କରାଇବେ। ଏହି ଟିମ୍ ୧୭ତାରିଖ ସନ୍ଧ୍ୟାରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।
ସୂଚନାଯୋଗ୍ୟ, ରାଜ୍ୟର ୨୦ଟି ଜିଲ୍ଲା ବନ୍ୟା ପ୍ରଭାବିତ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story