ରାଜନୀତିରେ 5ଟି ସଚିବ। ଗୋଟିଏ ପଟେ ରାଜ୍ୟର ବିଭିନ୍ନ ଜିଲ୍ଲାକୁ 5ଟି ସଚିବଙ୍କ ଘନଘନ ଗସ୍ତ, ଆରପଟେ ବିରୋଧି ବି ଚାରିଆଡୁ ଷଣ୍ଢୁଆସୀ ଆକ୍ରମଣ କରିବା ଆରମ୍ଭ କରିଛନ୍ତି। 5ଟି ସଚିବଙ୍କୁ କାଉଣ୍ଟର ଆଟାକ କରିଛନ୍ତି ଦୁଇ ଅବସରପ୍ରାପ୍ତ ସଚିବ। କଂଗ୍ରେସର ବିଜୟ ପଟ୍ଟନାୟକ ଓ ବିଜେପିର ଅପରାଜିତା ଷଡଙ୍ଗୀ। ଏହାରି ଭିତରେ କଥା ଯାଇ ପହଞ୍ଚିଛି କେନ୍ଦ୍ର ପାଖରେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
‘ଇନ୍ଦୁପୁର ହାଇସ୍କୁଲରେ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା’
୧୯୩୯ ମସିହା ଫେବ୍ରୁଆରୀ ୨୭ ତାରିଖରେ ଅବିଭକ୍ତ କଟକ ଜିଲ୍ଲା ତଥା ବର୍ତ୍ତମାନର କେନ୍ଦ୍ରାପଡ଼ା ଜିଲ୍ଲାର ଚାରିଗାଁଠାରେ ଜନ୍ମ ଗ୍ରହଣ କରିଥିଲେ ପ୍ରଫେସର ବୈଷ୍ଣବ ଚରଣ ସାମଲ। ସେ କହିଛନ୍ତି, ଇନ୍ଦୁପୁର ହାଇସ୍କୁଲରେ ପାଠ ପଢ଼ିବା ବେଳେ ମୋ’ ଜୀବନ ଗଢ଼ି ଉଠିଥିଲା।
Miscellaneous
ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଏତଲା କରିଥିବା ଆଉ ୩ ଜଣ ଓହରିଲେ
ଟାଟା ମୋଟର୍ସରେ ଚାକିରି କରାଇଦେବା ନାଁରେ ପ୍ରଦୀପ ଟଙ୍କା ନେଇଥିବା ଅଭିଯୋଗ କରି ୫ ଜଣ ଥାନାରେ ମାମଲା ଦାଏର କରିଥିଲେ। ପୂର୍ବରୁ ୨ ଜଣ ଏତଲାକାରୀ ଏହି ମାମଲାରୁ ଓହରି ଯାଇଥିଲେ।
Culture & Literature
ବୈଷ୍ଣବ ଚରଣ ସାମଲ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର
ଚଳିତ ବର୍ଷ ବିଶିଷ୍ଟ ସାହିତ୍ୟିକ ବୈଷ୍ଣବ ଚରଣ ସାମଲଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ ବୋଲି ଘୋଷଣା ହୋଇଛି। 'ଭୂତି ଭକ୍ତି ବିଭୂତି' ପ୍ରବନ୍ଧ ପୁସ୍ତକ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବ।
Accident
ଆଖି ପିଛୁଳାକେ ଲାଗିଲା ନିଆଁ; ଜଳିଗଲା ସାବୁନ ଫ୍ୟାକ୍ଟ୍ରି
ପୁରୀ ମଙ୍ଗଳାଘାଟରେ ଥିବା ଏକ ସାବୁନ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆଜି ମଧ୍ୟାହ୍ନ ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି।
Crime
ବାଲି ମାଫିଆଙ୍କ ଗୁଣ୍ଡାରାଜ; ଆଇଆଇସିଙ୍କୁ ପିଟିଲେ, ଗାଡ଼ି ଭାଙ୍ଗିଲେ
ଆଇଆଇସିଙ୍କ ବେକ ଓ ପିଠିରେ ଗଭୀର ଆଘାତ ଲାଗିଛି।