Advertisment

ନବୀନଙ୍କୁ ଚିଠି ଲେଖି ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଆୟୁଷ୍ମାନ ଭାରତ ଓ ଡିଜିଟାଲ ସ୍ଵାସ୍ଥ୍ୟ ମିଶନ ଲାଗୁ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ ହେଲେ ଏହି ଯୋଜନାରେ ରାଜ୍ୟର ୬୦ ଲକ୍ଷ ଲୋକ ଉପକୃତ ହେବେ। ରାଜ୍ୟ ବାହାରେ କାମ କରୁଥିବା ପ୍ରବାସୀ ଓ ଦୁର୍ଗମ ଅଞ୍ଚଳବାସୀଙ୍କୁ ଏହି ଯୋଜନା ସ୍ଵାସ୍ଥ୍ୟ ସୁବିଧା ଯୋଗାଇବା ସହ ଜାତୀୟ […]

ନବୀନଙ୍କୁ ଚିଠି ଲେଖି ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ

ddd77777777777

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଆୟୁଷ୍ମାନ ଭାରତ ଓ ଡିଜିଟାଲ ସ୍ଵାସ୍ଥ୍ୟ ମିଶନ ଲାଗୁ କରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।

Advertisment

ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶାରେ ଆୟୁଷ୍ମାନ ଭାରତ ଲାଗୁ ହେଲେ ଏହି ଯୋଜନାରେ ରାଜ୍ୟର ୬୦ ଲକ୍ଷ ଲୋକ ଉପକୃତ ହେବେ। ରାଜ୍ୟ ବାହାରେ କାମ କରୁଥିବା ପ୍ରବାସୀ ଓ ଦୁର୍ଗମ ଅଞ୍ଚଳବାସୀଙ୍କୁ ଏହି ଯୋଜନା ସ୍ଵାସ୍ଥ୍ୟ ସୁବିଧା ଯୋଗାଇବା ସହ ଜାତୀୟ ଡିଜିଟାଲ ସ୍ଵାସ୍ଥ୍ୟ ମିଶନ ଦେଶର ସ୍ଵାସ୍ଥ୍ୟ କ୍ଷେତ୍ରରେ ନୂଆ ବିପ୍ଳବ ଆଣିବ।

ସେ ଆହୁରି କହିଛନ୍ତି, ଏହି ଯୋଜନା ଲାଗୁ ହେଲେ ଲୋକମାନେ କମ୍ ମୂଲ୍ୟରେ ସ୍ଵାସ୍ଥ୍ୟସେବା ପାଇପାରିବେ। ଏହାସହ ସ୍ଵତନ୍ତ୍ର ସ୍ଵାସ୍ଥ୍ୟସେବା ଆଇଡି ଦ୍ୱାରା ଯେକୌଣସି ସ୍ଥାନରେ ମଧ୍ୟ ସେବା ପାଇପାରିବେ।

Advertisment
Dharmendra Pradhan
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe