କେନ୍ଦ୍ରରୁ ୫୨୪ କୋଟି ଟଙ୍କାର ଜିଏସଟି କ୍ଷତିପୂରଣ ପାଇଲା ଓଡ଼ିଶା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ଆର୍ଥିକ ବର୍ଷର ଏପ୍ରିଲରୁ ଜୁନ୍ ତ୍ରୈମାସିକରେ ଜିଏସଟି କ୍ଷତିପୂରଣ ବାବଦରେ ଓଡ଼ିଶାକୁ ୫୨୪ କୋଟି ଟଙ୍କା କେନ୍ଦ୍ର ସରକାର ପ୍ରଦାନ କରିଛନ୍ତି । ୨୦୨୨ ମସିହା ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ଜିଏସଟି କ୍ଷତିପୂରଣ ବାବଦରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ପାଇଁ କେନ୍ଦ୍ର ସରକାର ୧୭ହଜାର କୋଟି ଟଙ୍କା ଜାରି କରିଛନ୍ତି । ଏହି କ୍ଷତିପୂରଣ ରାଶିକୁ ମିଶାଇ ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ର ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ […]

GST

GST

Ordigital Desk
  • Published: Friday, 25 November 2022
  • Updated: 25 November 2022, 09:06 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ଆର୍ଥିକ ବର୍ଷର ଏପ୍ରିଲରୁ ଜୁନ୍ ତ୍ରୈମାସିକରେ ଜିଏସଟି କ୍ଷତିପୂରଣ ବାବଦରେ ଓଡ଼ିଶାକୁ ୫୨୪ କୋଟି ଟଙ୍କା କେନ୍ଦ୍ର ସରକାର ପ୍ରଦାନ କରିଛନ୍ତି । ୨୦୨୨ ମସିହା ଏପ୍ରିଲରୁ ଜୁନ୍ ପର୍ଯ୍ୟନ୍ତ ଜିଏସଟି କ୍ଷତିପୂରଣ ବାବଦରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ପାଇଁ କେନ୍ଦ୍ର ସରକାର ୧୭ହଜାର କୋଟି ଟଙ୍କା ଜାରି କରିଛନ୍ତି । ଏହି କ୍ଷତିପୂରଣ ରାଶିକୁ ମିଶାଇ ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ର ସରକାର ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ପାଇଁ ମୋଟ ୧,୧୫,୬୬୨ କୋଟି ଟଙ୍କା ଜିଏସଟି କ୍ଷତିପୂରଣ ଜାରି କରିଥିବା ଜଣାପଡ଼ିଛି।

ସୂଚନା ଅନୁସାରେ ମହାରାଷ୍ଟ୍ରକୁ ସର୍ବାଧିକ ୨୦୮୧ କୋଟି, କର୍ଣ୍ଣାଟକକୁ ୧୯୧୫ କୋଟି, ଉତ୍ତରପ୍ରଦେଶକୁ ୧୨୦୨କୋଟି, ଦିଲ୍ଲୀକୁ ୧୨୦୦କୋଟି ଓ ତାମିଲନାଡୁକୁ ୧୧୮୮କୋଟି ଟଙ୍କାର ଜିଏସଟି କ୍ଷତିପୂରଣ ମିଳିଛି । ୨୦୨୨ ଅକ୍ଟୋବର ସୁଦ୍ଧା ମୋଟ ୭୨୧୪୭କୋଟି ଟଙ୍କାର ସେସ୍ ସଂଗ୍ରହ ହୋଇଥିଲେ ମଧ୍ୟ କେନ୍ଦ୍ର ସରକାର ବାକି ୪୩୫୧୫ କୋଟି ଟଙ୍କା ନିଜ ପାଣ୍ଠିରୁ ରାଜ୍ୟଗୁଡ଼ିକୁ ପ୍ରଦାନ କରିଛନ୍ତି । କେନ୍ଦ୍ର ସରକାର ଏହି ଅର୍ଥରାଶି ଜାରି କରିବା ସହ ଚଳିତ ଆର୍ଥିକ ବର୍ଷର ମାର୍ଚ୍ଚ ସୁଦ୍ଧା ସଂଗ୍ରହ କରାଯିବାକୁ ଥିବା ଆନୁମାନିକ ସେସର ସମ୍ପୂର୍ଣ୍ଣ ପରିଣାମକୁ ଅଗ୍ରୀମ ଆକାରରେ ରାଜ୍ୟଗୁଡ଼ିକୁ କ୍ଷତିପୂରଣ ଭାବେ ଯୋଗାଇ ଦେଇଛନ୍ତି।

ରାଜ୍ୟମାନଙ୍କୁ ସେମାନଙ୍କ ସମ୍ବଳ ପରିଚାଳନାରେ ସହାୟତା ଲାଗି ଏହି ନିଷ୍ପତ୍ତି ନିଆଯାଇଛି । ଯାହାଫଳରେ ରାଜ୍ୟଗୁଡ଼ିକ ଚଳିତ ଆର୍ଥିକ ବର୍ଷରେ ନିଜର ବିିିିିିିଭିନ୍ନ ଯୋଜନା ଓ କାର୍ଯ୍ୟକ୍ରମ, ବିଶେଷକରି ପୁଞ୍ଜି ବ୍ୟୟ କାର୍ଯ୍ୟକ୍ରମକୁ ସଫଳତା ସହ କାର୍ଯ୍ୟକାରୀ କରିପାରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story