୮ଟା ୩୦ ପର୍ଯ୍ୟନ୍ତ ସତର୍କ ରୁହ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଆଜି ବି କାଳବୈଖାଖୀ ବର୍ଷା ସମ୍ଭାବନା ରହିଛି। ଝଡ଼ବର୍ଷା ନେଇ ୧୯ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆଜି ସନ୍ଧ୍ୟା ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, କନ୍ଧମାଳ, ଢେଙ୍କାନାଳ, ବରଗଡ଼, ସମ୍ବଲପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା […]

thunderstorm

thunderstorm

Tapas Behera
  • Published: Sunday, 09 May 2021
  • Updated: 09 May 2021, 04:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଆଜି ବି କାଳବୈଖାଖୀ ବର୍ଷା ସମ୍ଭାବନା ରହିଛି। ଝଡ଼ବର୍ଷା ନେଇ ୧୯ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆଜି ସନ୍ଧ୍ୟା ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, କନ୍ଧମାଳ, ଢେଙ୍କାନାଳ, ବରଗଡ଼, ସମ୍ବଲପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାକୁ ଝଡ଼ବର୍ଷା ଓ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ଏହି ସମୟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos