୬ଟା ୧୫ ଯାଏଁ ୨ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପାଣିପାଗ ବିଭାଗ ପକ୍ଷରୁ ଆଜି ୨ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ମୟୂରଭଂଜ ଓ ବାଲେଶ୍ୱର ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି। ଏହି ଦୁଇଟି ଜିଲ୍ଲାରେ ଆଜି ଝଡ଼, ବର୍ଷା, ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ସଂଧ୍ୟା ୬ଟା ୧୫ଯାଏଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଛି।

lightning-trees.ngsversion

Tapas Behera
  • Published: Wednesday, 05 June 2019
  • , Updated: 05 June 2019, 04:29 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପାଣିପାଗ ବିଭାଗ ପକ୍ଷରୁ ଆଜି ୨ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ମୟୂରଭଂଜ ଓ ବାଲେଶ୍ୱର ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି। ଏହି ଦୁଇଟି ଜିଲ୍ଲାରେ ଆଜି ଝଡ଼, ବର୍ଷା, ପବନ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି।

ତେଣୁ ସଂଧ୍ୟା ୬ଟା ୧୫ଯାଏଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଛି।

Related story