ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ୯ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଡ଼ଘଡ଼ି ମଧ୍ୟ ମାରିବ। ସେଥିପାଇଁ ୯ଟି ଜିଲ୍ଲାକୁ ଦିନ ୧୨ଟା ଯାଏ ସତର୍କ ରହିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ସମ୍ବଲପୁର ଓ ଯାଜପୁର।

lightning-trees.ngsversion

Tapaswini Nayak
  • Published: Tuesday, 09 April 2019
  • , Updated: 09 April 2019, 10:15 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଘଡ଼ଘଡ଼ି ମଧ୍ୟ ମାରିବ।

ସେଥିପାଇଁ ୯ଟି ଜିଲ୍ଲାକୁ ଦିନ ୧୨ଟା ଯାଏ ସତର୍କ ରହିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ସେହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ଅନୁଗୋଳ, ସମ୍ବଲପୁର ଓ ଯାଜପୁର।

Related story