ସ୍ୱାଧୀନତା ଦିବସ ପାଇଁ ଆଉ ଏକ ଜିଲ୍ଲାରେ ଶଟ୍‌ଡାଉନ୍ କଟକଣା‌ କୋହଳ

ଭଦ୍ରକ (ପାର୍ଥ ସାରର୍ଥୀ ନାୟକ): ସ୍ୱାଧୀନତା ଦିବସ ପାଇଁ ଭଦ୍ରକ ଜିଲ୍ଲାରେ ସପ୍ତାହାନ୍ତ ଶଟ୍‌ଡାଉନକୁ କିଛି ଘଣ୍ଟା ପାଇଁ କୋହଳ କରାଯାଇଛି। ୧୫ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ ଶଟ୍‌ଡାଉନ୍ କଟକଣା‌କୁ କୋହଳ କରାଯାଇଛି। ଭଦ୍ରକ ଜିଲ୍ଲାରେ ଶନିବାର ଓ ରବିବାର ସପ୍ତାହାନ୍ତ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଅଗଷ୍ଟ ୧୫ ଶନିବାର ପଡ଼ୁଥିବାରୁ ଦିନ ୧୧ଟା ପର୍ଯ୍ୟନ୍ତ ଶଟ୍‌ଡାଉନ୍ କଟକଣାକୁ କୋହଳ କରାଯାଇଛି। କିନ୍ତୁ ଏଥିପାଇଁ କିଛି ସର୍ତ୍ତ ମଧ୍ୟ ରହିଛି। ଏହି ସମୟରେ କୌଣସି […]

8888yy

8888yy

Tapaswini Nayak
  • Published: Thursday, 13 August 2020
  • Updated: 13 August 2020, 09:33 AM IST

Sports

Latest News

ଭଦ୍ରକ (ପାର୍ଥ ସାରର୍ଥୀ ନାୟକ): ସ୍ୱାଧୀନତା ଦିବସ ପାଇଁ ଭଦ୍ରକ ଜିଲ୍ଲାରେ ସପ୍ତାହାନ୍ତ ଶଟ୍‌ଡାଉନକୁ କିଛି ଘଣ୍ଟା ପାଇଁ କୋହଳ କରାଯାଇଛି। ୧୫ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ ଶଟ୍‌ଡାଉନ୍ କଟକଣା‌କୁ କୋହଳ କରାଯାଇଛି।

ଭଦ୍ରକ ଜିଲ୍ଲାରେ ଶନିବାର ଓ ରବିବାର ସପ୍ତାହାନ୍ତ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଅଗଷ୍ଟ ୧୫ ଶନିବାର ପଡ଼ୁଥିବାରୁ ଦିନ ୧୧ଟା ପର୍ଯ୍ୟନ୍ତ ଶଟ୍‌ଡାଉନ୍ କଟକଣାକୁ କୋହଳ କରାଯାଇଛି। କିନ୍ତୁ ଏଥିପାଇଁ କିଛି ସର୍ତ୍ତ ମଧ୍ୟ ରହିଛି। ଏହି ସମୟରେ କୌଣସି ସ୍ଥାନରେ ୧୦ରୁ ଅଧିକ ଲୋକ ଏକାଠି ନ ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସାମାଜିକ ଦୂରତ୍ୱ ମାନିବା ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି।

ସୂଚନାଯୋଗ୍ୟ, ଗତକାଲି ଖୋର୍ଦ୍ଧା, କଟକ, ଗଞ୍ଜାମ ଓ ଗଜପତି ଜିଲ୍ଲା ସହିତ ରାଉରକେଲା ମହାନଗର ନିଗମରେ ଅଗଷ୍ଟ ୧୫ ତାରିଖ ଦିନ ସପ୍ତାହାନ୍ତ ଶଟ୍‌ଡାଉନ୍‌ କୋହଳ କରିବା ପାଇଁ ସ୍ୱତନ୍ତ୍ର ରିଲଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story