ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାରାଦୀପ ପୋର୍ଟ ଲାଞ୍ଚ ମାମଲାରେ ସିବିଆଇର ୨ଟି ଆବେଦନ ଖାରଜ ହୋଇଛି। OSL ନିର୍ଦ୍ଦେଶକ ଚର୍ଚ୍ଚିତ ମିଶ୍ରଙ୍କୁ ପୁଣି ରିମାଣ୍ଡରେ ନେବାକୁ ସିବିଆଇର ଆବେଦନକୁ ସିବିଆଇ କୋର୍ଟ ଆଜି ଖାରଜ କରି ଦେଇଛନ୍ତି। ଏଥିସହ ଚର୍ଚ୍ଚିତଙ୍କ ଭଏସ ଟେଷ୍ଟ କରିବାକୁ ହୋଇଥିବା ଆବେଦନ ବି ଖାରଜ କରିଛନ୍ତି କୋର୍ଟ।
ସୂଚନା ଥାଉକି, ପାରାଦୀପ ବନ୍ଦରରେ ହୋଇଥିବା ଲାଞ୍ଚ କାରବାର ମାମଲାରେ ଚଳିତ ମାସ ୬ ତାରିଖରେ ଶିଳ୍ପପତି ମହିମା ମିଶ୍ରଙ୍କ ସାନ ପୁଅ ଚର୍ଚ୍ଚିତ ମିଶ୍ରଙ୍କୁ ଗିରଫ କରିଥିଲା ସିବିଆଇ।
ଏହି ମାମଲାରେ ଏହାର ପୂର୍ବଦିନ ୪ ଜଣଙ୍କୁ ସିବିଆଇ ଗିରଫ କରିଥିଲା। ସେମାନଙ୍କ ମଧ୍ୟରୁ ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଂଜିନିୟର ସରୋଜ ଦାସ, ଠିକାଦାର ସୁମନ୍ତ ରାଉତ ଓ OSL ଅପରେସନ ଡିଜିଏମ୍ ସୂର୍ଯ୍ୟ ନାରାୟଣଙ୍କୁ ରିମାଣ୍ଡରେ ନେଇଥିଲା ସିବିଆଇ। ଗିରଫ ହୋଇଥିବା ଚତୁର୍ଥ ବ୍ୟକ୍ତିଜଣକ ହେଉଛନ୍ତି କେସିଟି ଗ୍ରୁପ ପୋର୍ଟ ଅପରେସନ ମ୍ୟାନେଜର ଶଙ୍ଖଶୁଭ୍ର ମିତ୍ର। ଚର୍ଚ୍ଚିତ ମିଶ୍ର ଗିରଫ ହେବା ପରେ ଏହି ମାମଲାରେ ଗିରଫଦାରୀ ସଂଖ୍ୟା ୫କୁ ବୃଦ୍ଧି ପାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜଙ୍ଗଲରେ ଥିଲା ୬୨ ଫୁଟ ଉଚ୍ଚ ସହିଦ ସ୍ତମ୍ଭ, ମାଟିରେ ମିଶାଇଲେ ଯବାନ
ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ରହିଥିବା ସବୁଠାରୁ ବିଶାଳ ସହିଦ ସ୍ତମ୍ଭ ମାଟିରେ ମିଶିଲା। ଉକ୍ତ ସ୍ତମ୍ଭକୁ ଧ୍ୱସଂ କରିଛନ୍ତି ଡିଆରଜି ଯବାନ ।
Miscellaneous
ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍
ଖୁବ୍ ଶୀଘ୍ର ଗ୍ରୀନ ହାଇଡ୍ରୋଜେନ୍ ବସ୍ ରାଜ୍ୟରେ ଗଡିବା ପାଇଁ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ଆସନ୍ତା ଅଗଷ୍ଟ ୧୫ ସୁଦ୍ଧା ଗ୍ରୀନ ହାଇଡ୍ରୋଜେନ ବସ୍ ଗଡ଼ିବା ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ।
Weather
ଲଘୁଚାପ ପ୍ରଭାବ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଲଘୁଚାପ ପ୍ରଭାବରେ ଦୁଇ ତିନି ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।