ଆପଣଙ୍କ ଗାଡ଼ି କେତେ ସୁରକ୍ଷିତ ? କଟକରେ ମାରାଥନ୍‌ ରେଡ୍‌ ପରେ ଆସିଲା ସାଂଘାତିକ୍‌ ସତ

<p>&lt;strong&gt;କଟକ&lt;/strong&gt;&lt;strong&gt;: &lt;/strong&gt;&lt;strong&gt;କଟକ ସହରର ବିଭିନ୍ନ ପେଟ୍ରୋଲ ପମ୍ପ ଉପରେ ଯୋଗାଣ ବିଭାଗ ଓ ଓଜନ-ମାପ ବିଭାଗର ମିଳିତ ଚଢାଉ। &nbsp;କେତେକ ପେଟ୍ରୋଲ ପମ୍ପରେ ଅପମିଶ୍ରିତ ଓ କମ୍ ପରିମାଣର ତେଲ ବିକ୍ରି କରାଯାଉଥିବା ଅଭିଯୋଗ ହୋଇ ଆସୁଥିଲା। &nbsp;ଚଢାଉ ବେଳେ ସିଡିଏର ଏକ ପେଟ୍ରୋଲ ପମ୍ପର ୨ଟି ପମ୍ପକୁ ସିଲ୍ କରାଯିବା ସହ ୪୦ ଲିଟର ଖୋଲା ପେଟ୍ରୋଲ୍ ଜବତ ହୋଇଛି । ଆଗକୁ କଟକ ଜିଲାର ବିଭିନ୍ନ ଅଂଚଳରେ ଥିବା ପେଟ୍ରୋଲ ପମ୍ପଗୁଡିକ ଉପରେ ମଧ୍ୟ ଚଢାଉ କରାଯିବ ବୋଲି ଜିଲ୍ଲା ସହକାରୀ ଯୋଗାଣ ଅଧିକାରୀ ସୂଚନା ଦେଇଛନ୍ତି । ଚାଇନା ଚିପ୍ ଲଗାଇ ରାଜ୍ୟର ବିଭିନ୍ନ ପେଟ୍ରୋଲ ପମ୍ପରେ ତେଲ ଚୋରି ଚାଲିଥିବା ଅଭିଯୋଗ ଆସିବା ପରେ ତତ୍ପର ହୋଇ ଉଠିଛି ଯୋଗାଣ ବିଭାଗ।&lt;/strong&gt;</p>

Ordigital Desk
  • Published: Monday, 18 December 2017
  • Updated: 18 December 2017, 10:07 PM IST

Sports

Latest News

<p>&lt;strong&gt;କଟକ&lt;/strong&gt;&lt;strong&gt;: &lt;/strong&gt;&lt;strong&gt;କଟକ ସହରର ବିଭିନ୍ନ ପେଟ୍ରୋଲ ପମ୍ପ ଉପରେ ଯୋଗାଣ ବିଭାଗ ଓ ଓଜନ-ମାପ ବିଭାଗର ମିଳିତ ଚଢାଉ। &nbsp;କେତେକ ପେଟ୍ରୋଲ ପମ୍ପରେ ଅପମିଶ୍ରିତ ଓ କମ୍ ପରିମାଣର ତେଲ ବିକ୍ରି କରାଯାଉଥିବା ଅଭିଯୋଗ ହୋଇ ଆସୁଥିଲା। &nbsp;ଚଢାଉ ବେଳେ ସିଡିଏର ଏକ ପେଟ୍ରୋଲ ପମ୍ପର ୨ଟି ପମ୍ପକୁ ସିଲ୍ କରାଯିବା ସହ ୪୦ ଲିଟର ଖୋଲା ପେଟ୍ରୋଲ୍ ଜବତ ହୋଇଛି । ଆଗକୁ କଟକ ଜିଲାର ବିଭିନ୍ନ ଅଂଚଳରେ ଥିବା ପେଟ୍ରୋଲ ପମ୍ପଗୁଡିକ ଉପରେ ମଧ୍ୟ ଚଢାଉ କରାଯିବ ବୋଲି ଜିଲ୍ଲା ସହକାରୀ ଯୋଗାଣ ଅଧିକାରୀ ସୂଚନା ଦେଇଛନ୍ତି । ଚାଇନା ଚିପ୍ ଲଗାଇ ରାଜ୍ୟର ବିଭିନ୍ନ ପେଟ୍ରୋଲ ପମ୍ପରେ ତେଲ ଚୋରି ଚାଲିଥିବା ଅଭିଯୋଗ ଆସିବା ପରେ ତତ୍ପର ହୋଇ ଉଠିଛି ଯୋଗାଣ ବିଭାଗ।&lt;/strong&gt;</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos