ବ୍ରଜରାଜନଗର ଉପନିର୍ବାଚନ: କଂଗ୍ରେସର ଷ୍ଟାର ପ୍ରଚାରକ ତାଲିକାରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ନିଜର ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଦଳୀୟ ପ୍ରାର୍ଥୀ କିଶୋର ପଟେଲଙ୍କ ସପକ୍ଷରେ କଂଗ୍ରେସର ଷ୍ଟାର ପ୍ରଚାରକ ଭାବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଓ ଯୁବ ନେତା କହ୍ନେୟା କୁମାର ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି । କଂଗ୍ରେସ ପକ୍ଷରୁ ଜାରି ୪୦ଜଣିଆ ଷ୍ଟାର ପ୍ରଚାର ତାଲିକାରେ ଏହି ଦୁଇ ନେତାଙ୍କ ବ୍ୟତୀତ ପିସିସି ପ୍ରଭାରୀ ଏ […]

Bhupesh Baghle

Bhupesh Baghle

Ordigital Desk
  • Published: Thursday, 12 May 2022
  • Updated: 13 May 2022, 12:16 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ରଜରାଜନଗର ଉପନିର୍ବାଚନ ପାଇଁ କଂଗ୍ରେସ ନିଜର ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଦଳୀୟ ପ୍ରାର୍ଥୀ କିଶୋର ପଟେଲଙ୍କ ସପକ୍ଷରେ କଂଗ୍ରେସର ଷ୍ଟାର ପ୍ରଚାରକ ଭାବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଓ ଯୁବ ନେତା କହ୍ନେୟା କୁମାର ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି ।

କଂଗ୍ରେସ ପକ୍ଷରୁ ଜାରି ୪୦ଜଣିଆ ଷ୍ଟାର ପ୍ରଚାର ତାଲିକାରେ ଏହି ଦୁଇ ନେତାଙ୍କ ବ୍ୟତୀତ ପିସିସି ପ୍ରଭାରୀ ଏ ଚେଲାକୁମାର, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବିଧାୟକ ସନ୍ତୋଷ ସିଂ ସାଲୁଜା, ମହମ୍ମଦ ମୋକିମ, ନରସିଂହ ମିଶ୍ର, ସୁରେଶ କୁମାର ରାଉତରାୟ, ତାରାପ୍ରସାଦ ବାହିନୀପତି, ଶରତ ପଟ୍ଟନାୟକଙ୍କ ସମେତ ରାଜ୍ୟର ଅନେକ ବରିଷ୍ଠ ନେତା ଓ ବିଧାୟକ ସାମିଲ ଅଛନ୍ତି । ତେବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବାଘେଲ ଉପନିର୍ବାଚନ ପାଇଁ ପ୍ରଚାରକୁ ଆସିବେ କି ନାହିଁ ତାହା ଅସ୍ପଷ୍ଟ ।

ସୂଚନାଯୋଗ୍ୟ, ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ମୃତ୍ୟୁ ପରେ ଏହି ଆସନରେ ଉପନିର୍ବାଚନ ହେଉଛି । ଶାସକ ବିଜେଡି ଦିଂବଗତ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ଦଳୀୟ ପ୍ରାର୍ଥୀ କରିଥିବାବେଳେ ବିଜେପି ପକ୍ଷରୁ ରାଧାରାଣୀ ପଣ୍ଡା ପ୍ରାର୍ଥୀ ହୋଇଛନ୍ତି । ଆସନ୍ତା ୩୧ତାରିଖରେ ସେଠାରେ ଭୋଟ୍ ଗ୍ରହଣ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story