ରଥଯାତ୍ରା ପ୍ରସ୍ତୁତି ନେଇ ଛତିଶା ନିଯୋଗ ବୈଠକ

ପୁରୀ :(ଓଡ଼ିଶା ରିପୋର୍ଟର) ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶାନିଯୋଗ ବୈଠକ ଆରମ୍ଭ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ। ଏଥିରେ ସ୍ନାନଯାତ୍ରା ଠାରୁ ରଥଯାତ୍ରା, ବାହୁଡ଼ା ଯାତ୍ରା ଓ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ତିନି ଠାକୁରଙ୍କ ସମସ୍ତ ନୀତି ସଂପର୍କରେ ଆଲୋଚନା ହେଉଛି। ୧୧ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ବିସ୍ତୃତ ଆଲୋଚନା କରାଯାଇ ନୀତି ନିର୍ଘଣ୍ଟ କରାଯିବ। ସ୍ନାନ ପୂର୍ଣ୍ଣିମାରେ ପହଣ୍ଡି ଠାରୁ ଜଳଲାଗି, ହାତୀ ବେଶର ସମୟ ନିର୍ଘଣ୍ଟ […]

puri1

puri1

Tapas Behera
  • Published: Sunday, 09 June 2019
  • Updated: 09 June 2019, 07:56 PM IST

Sports

Latest News

ପୁରୀ :(ଓଡ଼ିଶା ରିପୋର୍ଟର) ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶାନିଯୋଗ ବୈଠକ ଆରମ୍ଭ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ। ଏଥିରେ ସ୍ନାନଯାତ୍ରା ଠାରୁ ରଥଯାତ୍ରା, ବାହୁଡ଼ା ଯାତ୍ରା ଓ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ତିନି ଠାକୁରଙ୍କ ସମସ୍ତ ନୀତି ସଂପର୍କରେ ଆଲୋଚନା ହେଉଛି।

୧୧ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ବିସ୍ତୃତ ଆଲୋଚନା କରାଯାଇ ନୀତି ନିର୍ଘଣ୍ଟ କରାଯିବ। ସ୍ନାନ ପୂର୍ଣ୍ଣିମାରେ ପହଣ୍ଡି ଠାରୁ ଜଳଲାଗି, ହାତୀ ବେଶର ସମୟ ନିର୍ଘଣ୍ଟ ଉପରେ ଗୁରୁତ୍ୱ ଦିଆଯିବ। ବାହୁଡ଼ା ପରଦିନ ସୁନାବେଶ ଥିବାରୁ ସଂଧ୍ୟା ଦର୍ଶନ ଯେପରି ଠିକ୍ ସମୟରେ ହେବ, ସେନେଇ ଆଲୋଚନା ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos