ସୁନ୍ଦରଗଡ଼(ବିଜୟ ବରୁଆଁ): ସୁନ୍ଦରଗଡ଼ ଜିଲ୍ଲା ଭଷ୍ମା ଥାନା ବଡ଼ବାହାଲ ନିକଟରେ ଆଜି ଏକ କୁକୁଡ଼ା ବୋଝେଇ ଟ୍ରକ୍ ଆଜି ଦୁର୍ଘଟଣାର ସମ୍ମୁଖିନ ହୋଇଛି। ଟ୍ରକ୍ଟି ରାସ୍ତା କଡ଼କୁ ଓଲଟି ପଡ଼ିଥିବା ଦେଖି ସଙ୍ଗେ ସଙ୍ଗେ ଲୋକ ରୁଣ୍ଡ ହୋଇଯାଇଥିଲେ। ଏହାପରେ ଡ୍ରାଇଭର, ହେଲପରଙ୍କୁ ଉଦ୍ଧାର କରିବା ବଦଳରେ ଲୋକେ ବୋହି ନେଲେ କୁକୁଡ଼ା।
କିଏ ହାତରେ କୁକୁଡ଼ା ଧରି ଘଟଣାସ୍ଥଳରୁ ଦୌଡ଼ୁଥିଲା ତ କିଏ ବ୍ୟାଗ, ଅଖାରେ ଧରି କୁକୁଡ଼ା ବୋହି ନେଉଥିଲା। ଦେଖୁ ଦେଖୁ କିଛି ସମୟ ମଧ୍ୟରେ ଅଧାରୁ ଅଧିକ କୁକୁଡ଼ା ଲୋକ ବୋହି ନେଇଥିବା ଦେଖିବାକୁ ମିଳିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।
Crime
ହଷ୍ଟେଲରେ ଥିଲେ ଛାତ୍ରୀ, ମିଳିଲା ଝୁଲନ୍ତା ମୃତଦେହ
ଗତକାଲି ରାତିରେ କେହି ନ ଥିବା ବେଳେ ଉତ୍କଳିକା ନିଜ ରୁମ୍ରେ ଥିବା ଫ୍ୟାନ୍ରେ ବେକରେ ଓଢଣୀ ଲଗାଇ ଝୁଲି ପଡ଼ିଥିଲେ।
Miscellaneous
ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ଆଜି ‘ଆୟୁଷ୍ମାନ୍’ MOU
ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ। ଏଥିପାଇଁ ଆଜି ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଇ ମହାଲିଙ୍ଗ।
Crime
ନଦୀରେ ଭାସୁଛି ଯୁବକଙ୍କ ମୃତଦେହ, ଦୁଇ ଦିନ ହେଲା ନିଖୋଜ ଥିଲେ
ଯୁବକଜଣକ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ବେଳେ ଆଜି ତାଙ୍କ ମୃତଦେହ ନଦୀରେ ଭାସୁଥିବା ଦେଖିବାକୁ ମିଳିଛି।