ଶ୍ରୀଜିଉଙ୍କ ଦର୍ଶନ କଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଗସ୍ତରେ ଆସିଥିବା ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ. ଭି. ରମନ୍ନା ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।  ବିଚାରପତି ସିଂହଦ୍ୱାରରେ ପହଞ୍ଚିବା ପରେ ଫାଇଭ ଟି ସଚିବ ଭି. କେ. ପାଣ୍ଡିଆନ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲ୍ଲାପାଳ ଓ ଏସପି ତାଙ୍କୁ ସ୍ୱାଗତ କରିଥିଲେ। ପାରମ୍ପରିକ ବେଶ ପୋଷାକରେ ଥିବା ପ୍ରଧାନ ବିଚାରପତି ବାଇଶି ପାହାଚ ଦେଇ ଶ୍ରୀମନ୍ଦିରକୁ ଯାଇ ଗର୍ଭଗୃହରେ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ପ୍ରାୟ ୪୫ ମିନିଟ […]

puri

puri

Tapaswini Nayak
  • Published: Saturday, 25 September 2021
  • Updated: 25 September 2021, 11:18 AM IST

ପୁରୀ(ଓଡ଼ିଶା ରିପୋର୍ଟର): ପୁରୀ ଗସ୍ତରେ ଆସିଥିବା ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ. ଭି. ରମନ୍ନା ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।  ବିଚାରପତି ସିଂହଦ୍ୱାରରେ ପହଞ୍ଚିବା ପରେ ଫାଇଭ ଟି ସଚିବ ଭି. କେ. ପାଣ୍ଡିଆନ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର, ଜିଲ୍ଲାପାଳ ଓ ଏସପି ତାଙ୍କୁ ସ୍ୱାଗତ କରିଥିଲେ। ପାରମ୍ପରିକ ବେଶ ପୋଷାକରେ ଥିବା ପ୍ରଧାନ ବିଚାରପତି ବାଇଶି ପାହାଚ ଦେଇ ଶ୍ରୀମନ୍ଦିରକୁ ଯାଇ ଗର୍ଭଗୃହରେ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ପ୍ରାୟ ୪୫ ମିନିଟ ସେ ଶ୍ରୀମନ୍ଦିରରେ ବିତାଇବା ସହ ମା’ ବିମଳା, ମା’ ଲକ୍ଷ୍ମୀ ଓ ପାର୍ଶ୍ୱ ଦେବାଦେବୀଙ୍କ ମନ୍ଦିର ମଧ୍ୟ ଦର୍ଶନ କରିଥିଲେ।

ପ୍ରଧାନ ବିଚାରପତିଙ୍କ କୌଳିକ ପଣ୍ତା ରଜତ ପ୍ରତିହାରୀ ତାଙ୍କ ସହ ଶ୍ରୀମନ୍ଦିରକୁ ଯାଇ ଦର୍ଶନର ବ୍ୟବସ୍ଥା କରିଥିଲେ।  ପ୍ରଧାନ ବିଚାରପତି ଶ୍ରୀମନ୍ଦିର ବିଭିନ୍ନ ଦ୍ୱାରର ରୂପାଛାଉଣୀ କାର୍ଯ୍ୟ ଦେଖି ଖୁସି ବ୍ୟକ୍ତ କରିଥିଲେ। ଏହାଛଡ଼ା ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଓ ହେରିଡେଜ କରିଡର କାର୍ଯ୍ୟ ସମ୍ପର୍କରେ ମୁଖ୍ୟ ପ୍ରଶାସକ ତାଙ୍କୁ ଅବଗତ କରାଇଥିଲେ।

ଗତକାଲି ରାତିରେ ଶ୍ରୀମନ୍ଦିର ବନ୍ଦ ହୋଇଯାଇଥିବା ବେଳେ  ପ୍ରଧାନ ବିଚାରପତି ଏହାର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ବୁଲି ଦେଖିଥିଲେ। ମୁଖ୍ୟ ବିଚାରପତିଙ୍କ ଆଜିର ଦର୍ଶନ ସମୟରେ ହାଇକୋର୍ଟ ମୁଖ୍ୟ ବିଚାରପତି ଏସ. ମୁରଲିଧର, ପୁରୀ ଜିଲ୍ଲା ଜଜ୍, ଏଏସଆଇର ଅଧିକ୍ଷକ ଅରୁଣ କୁମାର ମଲ୍ଲିକ ଓ ଅନେକ ବରିଷ୍ଠ ସରକାରୀ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story