ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ପୁରୀ ପରେ ଗଞ୍ଜାମ ଜିଲ୍ଲାରେ କାଳିଆ ଯୋଜନାର ହିତାଧିକାରୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବ୍ରହ୍ମପୁର ନିକଟ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍ ପଡ଼ିଆରେ ଆୟୋଜିତ ଚାଷୀ ସମାବେଶରେ ଯୋଗଦେଇ ନବୀନ ହିତାଧିକାରୀଙ୍କୁ ଏହି ସହାୟତା ରାଶି ପ୍ରଦାନ କରିଛନ୍ତି।
ଏହାସହ ଗଞ୍ଜାମ ଜିଲ୍ଲା ପାଇଁ ୧ ହଜାର ୧୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ରହିଛି ବିଭିନ୍ନ ବ୍ଲକରେ ୧୬ଟି ଅନୁସୂଚିତ ଜନଜାତି ଛାତ୍ରୀ ନିବାସ, କବିସୂର୍ଯ୍ୟ ନଗରର ବାଘୁଆ ନଦୀ ଉପରେ ସେତୁ ନିର୍ମାଣ ଭଳି ଅନେକ ପ୍ରକଳ୍ପ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।
Accident
ତେଲେଙ୍ଗାନାରେ ଟ୍ରକ୍କୁ ପିଟିଲା ବସ୍, ୪ ଓଡ଼ିଆ ମୃତ
ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା ମିଳିଛି।
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।