କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ମଞ୍ଜୁର କଲେ ୭.୬୨ କୋଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ବ୍ୟାବିପାରେ ଲାଗିଛି। ପ୍ରତିଦିନ ୧୦ ହଜାର ପାଖାପାଖି ଲୋକ ଆକ୍ରାନ୍ତ ହେଉଥିବା ଦେଖିବାକୁ ମିଳୁଛି। ଏହାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭.୬୨ କୋଟି ମଞ୍ଜୁର କରିଛନ୍ତି। ଏହି ଅର୍ଥ ରାଜ୍ୟରେ କୋଭିଡ୍‌ ପରିଚାଳନା କରିବାରେ ଖର୍ଚ୍ଚ ହେବ। ଆଜି ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିବା ଅର୍ଥ ଭିତରେ ପୁରୀ ପାଇଁ ୨ କୋଟି, ସୁବର୍ଣ୍ଣପୁର ପାଇଁ ୧ କୋଟି ଓ ସମ୍ବଲପୁର ପାଇଁ ୪ କୋଟି ୬୨ ଲକ୍ଷ ରହିଛି। […]

Naveen-patnaik

Naveen-patnaik

Manoranjan Sial
  • Published: Thursday, 06 May 2021
  • Updated: 06 May 2021, 04:19 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମାରୀ କରୋନା ବ୍ୟାବିପାରେ ଲାଗିଛି। ପ୍ରତିଦିନ ୧୦ ହଜାର ପାଖାପାଖି ଲୋକ ଆକ୍ରାନ୍ତ ହେଉଥିବା ଦେଖିବାକୁ ମିଳୁଛି। ଏହାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭.୬୨ କୋଟି ମଞ୍ଜୁର କରିଛନ୍ତି। ଏହି ଅର୍ଥ ରାଜ୍ୟରେ କୋଭିଡ୍‌ ପରିଚାଳନା କରିବାରେ ଖର୍ଚ୍ଚ ହେବ।

ଆଜି ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଥିବା ଅର୍ଥ ଭିତରେ ପୁରୀ ପାଇଁ ୨ କୋଟି, ସୁବର୍ଣ୍ଣପୁର ପାଇଁ ୧ କୋଟି ଓ ସମ୍ବଲପୁର ପାଇଁ ୪ କୋଟି ୬୨ ଲକ୍ଷ ରହିଛି। ପୂର୍ବରୁ ପୁରୀ ପାଇଁ ୧୪ କୋଟି ୫୯ ଲକ୍ଷ ୭୪ ହଜାର ୪୦୮ ଟଙ୍କା ଘୋଷଣା ହୋଇଥିଲା। ଏବେ ଆଉ ୨ କୋଟିକୁ ମିଶାଇ ୧୬ କୋଟି ୫୯ ଲକ୍ଷ ୭୪ ହଜାର ୪୦୮ରେ ପହଞ୍ଚିଛି ସହାୟତା ରାଶି।

ସେହିପରି ସୁବର୍ଣ୍ଣପୁରକୁ ପୂର୍ବରୁ ଅଢେଇ କୋଟି ଘୋଷଣା ହୋଇଥିଲା। ଏବେ ଏହି ସହାୟତା ରାଶି ମିଶିଲେ ସାଢେ ତିନିକୋଟିରେ ପହଞ୍ଚିବ। ସମ୍ବଲପୁରକୁ ଆଜି ୪ କୋଟି ୬୨ ଲକ୍ଷ ଟଙ୍କା ଅନୁଦାନ ଘୋଷଣା କରାଯାଇଥିବା ବେଳେ ପୂର୍ବ ରାଶିକୁ ମିଶାଇ ଏବେ ଏହା ୧୬ କୋଟି ୧୨ ଲକ୍ଷ ୮୦ ହଜାର ୬୯୨କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story