କଳାହାଣ୍ଡିରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିଥିଲେ। ମୁଖ୍ୟମନ୍ତ୍ରୀ ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ଯାଇ କନ୍ଧମାଳରେ ପହଞ୍ଚିଥିଲେ। ସେଠାରେ ସେ ସରକାରୀ ମେଡିକାଲ କଲେଜର ଶିଳାନ୍ୟାସ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଥିଲା।

navven

Rakesh Mallick
  • Published: Wednesday, 16 November 2016
  • , Updated: 16 November 2016, 02:54 PM IST

ଭବାନୀପାଟଣା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ କଳାହାଣ୍ଡି ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିଥିଲେ। ମୁଖ୍ୟମନ୍ତ୍ରୀ ଏକ ସ୍ୱତନ୍ତ୍ର ହେଲିକପ୍ଟରରେ ଯାଇ କନ୍ଧମାଳରେ ପହଞ୍ଚିଥିଲେ। ସେଠାରେ ସେ ସରକାରୀ ମେଡିକାଲ କଲେଜର ଶିଳାନ୍ୟାସ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରାଯାଇଥିଲା।

Related story