୫୪୩ କୋଟି ଟଙ୍କାର ଉନ୍ନତିମୂଳକ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନିକିଆ ବୌଦ୍ଧ ଜିଲ୍ଲା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେଠାରେ ବହୁ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ାରେ ପ୍ରାୟ ୫୪୩ କୋଟି ଟଙ୍କାର ଉନ୍ନତିମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ବିଭିନ୍ନ ସାମାଜିକ ଯୋଜନାରେ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ। ପରେ ସେ କଚେରି ପଡ଼ିଆରେ ମାର୍ଜାକୁଦରେ ନିର୍ମାଣ ହେବାକୁ ଥିବା ବହୁ ପ୍ରତୀକ୍ଷିତ ମହାନଦୀ ପୋଲର ଶିଳାନ୍ୟାସ କରିବା ସହ ପ୍ରାୟ ୪୨୭ କୋଟି ଟଙ୍କାର […]

chief-minister-lays-foundation-for-projects-worth-543-crores

chief-minister-lays-foundation-for-projects-worth-543-crores

Manoranjan Sial
  • Published: Monday, 18 February 2019
  • Updated: 18 February 2019, 10:54 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନିକିଆ ବୌଦ୍ଧ ଜିଲ୍ଲା ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେଠାରେ ବହୁ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ାରେ ପ୍ରାୟ ୫୪୩ କୋଟି ଟଙ୍କାର ଉନ୍ନତିମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ବିଭିନ୍ନ ସାମାଜିକ ଯୋଜନାରେ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ। ପରେ ସେ କଚେରି ପଡ଼ିଆରେ ମାର୍ଜାକୁଦରେ ନିର୍ମାଣ ହେବାକୁ ଥିବା ବହୁ ପ୍ରତୀକ୍ଷିତ ମହାନଦୀ ପୋଲର ଶିଳାନ୍ୟାସ କରିବା ସହ ପ୍ରାୟ ୪୨୭ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos