ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଦିତ୍ୟ ବିର୍ଲା ଓ ରାଜ୍ୟ ସରକାରଙ୍କ ମିଳିତ ପ୍ରୟାସରେ ଲୋକାର୍ପିତ ହୋଇଛି ଗାନ୍ଧୀ ଶାନ୍ତି କେନ୍ଦ୍ର। ଭୁବନେଶ୍ୱର ଖଣ୍ଡଗିରିରେ ନିର୍ମାଣ ହୋଇଥିବା ଏହି ଶାନ୍ତି କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଉଦ୍ଘାଟନ କରିଛନ୍ତି। ପ୍ରାୟ ୫ ଏକର ଜାଗାରେ ଅବସ୍ଥାପିତ ହୋଇଛ ଏହି ସ୍ମୃତିପୀଠ।
ମହାତ୍ମା ଗାନ୍ଧୀଙ୍କ ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ ଓ ଯୁବପିଢିଙ୍କୁ ବାପୁଙ୍କ ଅଂହିସା ନୀତି ଏବଂ ଆଦର୍ଶ ସମ୍ପର୍କରେ ଜଣାଇବା ଉଦ୍ଧେଶ୍ୟରେ ଗାନ୍ଧୀ ଶାନ୍ତି କେନ୍ଦ୍ର ଲୋକାର୍ପିତ ହୋଇଛି। ଏହି କେନ୍ଦ୍ରରେ ହିନ୍ଦୀ, ଇଂରାଜୀ ଓ ଓଡ଼ିଆ ଭାଷାରେ ମହାତ୍ମାଙ୍କ କାହାଣୀ ଶୁଣାବାକୁ ମିଳିବା ସହ ଗାନ୍ଧୀଜୀ ବ୍ୟବହାର କରୁଥିବା ସାମଗ୍ରୀ ଦେଖିବାକୁ ମିଳିବ। ପ୍ରତି ମଙ୍ଗଳବାରରୁ ରବିବାର ସାଧାରଣ ପର୍ଯ୍ୟଟକଙ୍କ ପାଇଁ ଶାନ୍ତି କେନ୍ଦ୍ର ଖୋଲା ରହିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।