୪ ଦିନିଆ ଗସ୍ତରେ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୪ ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନୂଆଦିଲ୍ଲୀ ଗସ୍ତରେ ଯିବା ପୂର୍ବରୁ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ କୋଇଲା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ଲୋକସେବା ଭବନରେ ବୈଠକ କରିଥିଲେ। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟକୁ ଅନୁମୋଦନ ନିମନ୍ତେ ଲୋକସେବା ଭବନରେ ଆୟୋଜିତ ମନ୍ତ୍ରିପରିଷଦ ବୈଠକରେ ମଧ୍ୟ ଯୋଗ ଦେଇଥିଲେ। ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ […]

cm

cm

Manoranjan Sial
  • Published: Friday, 08 November 2019
  • Updated: 08 November 2019, 03:24 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୪ ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନୂଆଦିଲ୍ଲୀ ଗସ୍ତରେ ଯିବା ପୂର୍ବରୁ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ କୋଇଲା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ଲୋକସେବା ଭବନରେ ବୈଠକ କରିଥିଲେ। ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟକୁ ଅନୁମୋଦନ ନିମନ୍ତେ ଲୋକସେବା ଭବନରେ ଆୟୋଜିତ ମନ୍ତ୍ରିପରିଷଦ ବୈଠକରେ ମଧ୍ୟ ଯୋଗ ଦେଇଥିଲେ।

ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆସନ୍ତାକାଲି ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ କେନ୍ଦ୍ର ସରକାରରେ ପଡ଼ି ରହିଥିବା ରାଜ୍ୟର ବିଭିନ୍ନ ବିଲ୍ ଓ ପ୍ରକଳ୍ପ କାର୍ଯ୍ୟ ସହ କେନ୍ଦ୍ରୀୟ ଅନୁଦାନ ଆଦି ପ୍ରସଙ୍ଗର ସମୀକ୍ଷା କରିବେ। ଏହାବ୍ୟତୀତ ସେ କେତେକ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସୋମବାର ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story