ମୁଖ୍ୟମନ୍ତ୍ରୀଙ୍କ ଅବିଭକ୍ତ ଢେଙ୍କାନାଳ ଜିଲ୍ଲା ଗସ୍ତ: ୨୫ କଂଗ୍ରେସ କର୍ମୀ ଅଟକ

ଢେଙ୍କାନାଳ/ଅନୁଗୋଳ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଏହା ସତ୍ତ୍ୱେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି ତାଳଚେରରେ ବିଜେପି କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। କାମାକ୍ଷାନଗରରେ କଳା ପତାକା ପ୍ରଦର୍ଶନ କରୁଥିବା ୨୫ ଜଣ କଂଗ୍ରେସ କର୍ମୀଙ୍କୁ ପୋଲିସ୍‌ ଅଟକ ରଖିଛି। ମୁଖ୍ୟମନ୍ତ୍ରୀ ଅନୁଗୋଳ ଜିଲ୍ଲା ପାଲଲହଡ଼ା ଗସ୍ତରେ ଯାଇ ଖମାର […]

cm

cm

Rakesh Mallick
  • Published: Monday, 24 October 2016
  • Updated: 24 October 2016, 04:59 PM IST

Sports

Latest News

ଢେଙ୍କାନାଳ/ଅନୁଗୋଳ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଏହା ସତ୍ତ୍ୱେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି ତାଳଚେରରେ ବିଜେପି କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। କାମାକ୍ଷାନଗରରେ କଳା ପତାକା ପ୍ରଦର୍ଶନ କରୁଥିବା ୨୫ ଜଣ କଂଗ୍ରେସ କର୍ମୀଙ୍କୁ ପୋଲିସ୍‌ ଅଟକ ରଖିଛି।

ମୁଖ୍ୟମନ୍ତ୍ରୀ ଅନୁଗୋଳ ଜିଲ୍ଲା ପାଲଲହଡ଼ା ଗସ୍ତରେ ଯାଇ ଖମାର ପଡ଼ିଆରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ। ଏଥିରେ ଢେଙ୍କାନାଳ ସାଂସଦ ତଥାଗତ ସତପଥୀ ଓ ପାଲଲହଡ଼ା ବିଧାୟକ ମହେଶ ସାହୁ ଯୋଗଦେଇ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ।

ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ପହଞ୍ଚିବା ପରେ ଦଳୀୟ କର୍ମୀମାନେ ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟନ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story