ଶ୍ରୀମନ୍ଦିର ଐତିହ କରିଡର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ଐତିହ କରିଡରର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିର୍ମାଣ କାର୍ଯ୍ୟ ଆରମ୍ଭ ପୂର୍ବରୁ ଏକ ଯଜ୍ଞ ଅନୁଷ୍ଠିତ ହେବ। ୨୧ରେ ଅଙ୍କୁର ରୋପଣ ପରେ ଶ୍ରୀମନ୍ଦିର ଐଶାନ୍ୟ କୋଣରେ ଉତ୍ତରଦ୍ୱାର ସମ୍ମୁଖରେ ଯଜ୍ଞ ଆରମ୍ଭ ହୋଇ ୨୪ ତାରିଖରେ ପୂର୍ଣ୍ଣାହୂତି ହେବ। ଏହି ସମୟ ଭିତରେ ମୁଖ୍ୟମନ୍ତ୍ରୀ କୌଣସି ଏକ ଦିନ ଯୋଗ ଦେଇ ପ୍ରକଳ୍ପର ଶୁଭାରମ୍ଭ କରିବେ। ମୁଖ୍ୟମନ୍ତ୍ରୀ କୋଉ ଦିନ ଯୋଗ ଦେବେ ସରକାରୀ […]

puri temple

puri temple

Madhupriya Mistry
  • Published: Tuesday, 16 November 2021
  • Updated: 16 November 2021, 10:32 AM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ଐତିହ କରିଡରର ପରିକ୍ରମା ମାର୍ଗ ପ୍ରକଳ୍ପ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିର୍ମାଣ କାର୍ଯ୍ୟ ଆରମ୍ଭ ପୂର୍ବରୁ ଏକ ଯଜ୍ଞ ଅନୁଷ୍ଠିତ ହେବ। ୨୧ରେ ଅଙ୍କୁର ରୋପଣ ପରେ ଶ୍ରୀମନ୍ଦିର ଐଶାନ୍ୟ କୋଣରେ ଉତ୍ତରଦ୍ୱାର ସମ୍ମୁଖରେ ଯଜ୍ଞ ଆରମ୍ଭ ହୋଇ ୨୪ ତାରିଖରେ ପୂର୍ଣ୍ଣାହୂତି ହେବ।

ଏହି ସମୟ ଭିତରେ ମୁଖ୍ୟମନ୍ତ୍ରୀ କୌଣସି ଏକ ଦିନ ଯୋଗ ଦେଇ ପ୍ରକଳ୍ପର ଶୁଭାରମ୍ଭ କରିବେ। ମୁଖ୍ୟମନ୍ତ୍ରୀ କୋଉ ଦିନ ଯୋଗ ଦେବେ ସରକାରୀ ଭାବେ ଘୋଷଣା ହୋଇ ନ ଥିବା ବେଳେ ଯଜ୍ଞ ପୂର୍ଣ୍ଣାହୂତି ଦିନ ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ବିଶେଷ ସୂତ୍ରରୁ ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ନେଇ ଗତକାଲି ଶ୍ରୀମନ୍ଦିର ପ୍ରଶାସନର ବୈଠକ ବସିଥିଲା। ପ୍ରକଳ୍ପ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ଓ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ ସାମିଲ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story